Deuteronomy 28:67 — Compare Translations

5 translations compared side by side

Odia - 1840
"ତୁମ୍ଭେ ଯେଉଁ ଆଶଙ୍କା କରିବ; ତକ୍ସ୍ଟମ୍ଭ ହୃଦଯର ସହେି ଆଶଙ୍କା ହତେକ୍ସ୍ଟ ଓ ତୁମ୍ଭେ ଯାହା ଦେଖିବ, ତକ୍ସ୍ଟମ୍ଭ ଚକ୍ଷକ୍ସ୍ଟର ସହେ ଦର୍ଶନ ହତେକ୍ସ୍ଟ ସକାଳ ହେଲେ, ତୁମ୍ଭମାନେେ କହିବ, 'ଆହା ସନ୍ଧ୍ଯା ହକ୍ସ୍ଟଅନ୍ତା କି।' ପକ୍ସ୍ଟଣି ସନ୍ଧ୍ଯା ସମୟରେ ତୁମ୍ଭମାନେେ କହିବ, 'ଦିନ ହକ୍ସ୍ଟଅନ୍ତା କି।' କାରଣ ତୁମ୍ଭମାନେେ ଏପରି ଭୟାଭୟତା ଦୃଶ୍ଯମାନ ଦେଖିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଯେଉଁ ଆଶଙ୍କା କରିବ, ତୁମ୍ଭ ହୃଦୟର ସେହି ଆଶଙ୍କା ହେତୁରୁ ଓ ତୁମ୍ଭେ ଯାହା ଦେଖିବ, ତୁମ୍ଭ ଚକ୍ଷୁର ସେହି ଦର୍ଶନ ହେତୁରୁ ସକାଳ ହେଲେ ତୁମ୍ଭେ କହିବ, ଆହା, ସନ୍ଧ୍ୟା ହୁଅନ୍ତା କି! ପୁଣି ସନ୍ଧ୍ୟା ହେଲେ ତୁମ୍ଭେ କହିବ, ଆହା, ସକାଳ ହୁଅନ୍ତା କି!
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଯେଉଁ ଆଶଙ୍କା କରିବ; ତୁମ୍ଭ ହୃଦୟର ସେହି ଆଶଙ୍କା ହେତୁ ଓ ତୁମ୍ଭେ ଯାହା ଦେଖିବ, ତୁମ୍ଭ ଚକ୍ଷୁର ସେହି ଦର୍ଶନ ହେତୁ ସକାଳ ହେଲେ, ତୁମ୍ଭେମାନେ କହିବ, ‘ଆହା ସନ୍ଧ୍ୟା ହୁଅନ୍ତା କି।’ ପୁଣି ସନ୍ଧ୍ୟା ସମୟରେ ତୁମ୍ଭେମାନେ କହିବ, ‘ଦିନ ହୁଅନ୍ତା କି।’ କାରଣ ତୁମ୍ଭେମାନେ ଏପରି ଭୟାଭୟତା ଦୃଶ୍ୟମାନ ଦେଖିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଯେଉଁ ଆଶଙ୍କା କରିବ, ତୁମ୍ଭ ହୃଦୟର ସେହି ଆଶଙ୍କା ସକାଶୁ ଓ ତୁମ୍ଭେ ଯାହା ଦେଖିବ, ତୁମ୍ଭ ଚକ୍ଷୁର ସେହି ଦର୍ଶନ ସକାଶୁ ସକାଳ ହେଲେ ତୁମ୍ଭେ କହିବ, ‘ଆହା, ସନ୍ଧ୍ୟା ହୁଅନ୍ତା କି!’ ପୁଣି ସନ୍ଧ୍ୟା ହେଲେ ତୁମ୍ଭେ କହିବ, ‘ଆହା, ସକାଳ ହୁଅନ୍ତା କି!’
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଯେଉଁ ଆଶଙ୍କା କରିବ, ତୁମ୍ଭ ହୃଦୟର ସେହି ଆଶଙ୍କା ସକାଶୁ ଓ ତୁମ୍ଭେ ଯାହା ଦେଖିବ, ତୁମ୍ଭ ଚକ୍ଷୁର ସେହି ଦର୍ଶନ ସକାଶୁ ସକାଳ ହେଲେ ତୁମ୍ଭେ କହିବ, ଆହା, ସନ୍ଧ୍ୟା ହୁଅନ୍ତା କି! ପୁଣି ସନ୍ଧ୍ୟା ହେଲେ ତୁମ୍ଭେ କହିବ, ଆହା, ସକାଳ ହୁଅନ୍ତା କି!