Deuteronomy 28:68 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ତୁମ୍ଭମାନଙ୍କୁ ଜାହଜ ରେ ମିଶରକକ୍ସ୍ଟ ପଠାଇ ଦବେେ। ମୁ କହକ୍ସ୍ଟଛି, ତୁମ୍ଭମାନେେ କଦାପି ସହେି ଦେଶକକ୍ସ୍ଟ ୟିବ ନାହିଁ। କିନ୍ତୁ ସଦାପ୍ରଭୁ ତୁମ୍ଭକୁ ସହେିଠାକକ୍ସ୍ଟ ପଠାଇବେ। ମିଶର ରେ ତୁମ୍ଭେ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ଶତୃମାନଙ୍କଠାରକ୍ସ୍ଟ କ୍ରିତଦାସ ଭାବେ ବିକ୍ରି ହବୋକକ୍ସ୍ଟ ଚେଷ୍ଟା କରିବ। କିନ୍ତୁ ତୁମ୍ଭମାନଙ୍କୁ କହେି କ୍ରଯ କରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯେଉଁ ପଥ ବିଷୟରେ ମୁଁ ତୁମ୍ଭକୁ କହିଲି ଯେ, ତୁମ୍ଭେ ଆଉ ତାହା ଦେଖିବ ନାହିଁ, ସଦାପ୍ରଭୁ ସେହି ପଥ ଦେଇ ଜାହାଜରେ ପୁନର୍ବାର ମିସରକୁ ତୁମ୍ଭକୁ ଆଣିବେ; ପୁଣି ସେଠାରେ ତୁମ୍ଭେମାନେ ଆପଣା ଶତ୍ରୁମାନଙ୍କ ହସ୍ତରେ ଆପଣା ଆପଣାକୁ ଦାସ ଓ ଦାସୀ ରୂପେ ବିକିବ, ମାତ୍ର କେହି ତୁମ୍ଭମାନଙ୍କୁ କିଣିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତୁମ୍ଭମାନଙ୍କୁ ଜାହଜରେ ମିଶରକୁ ପଠାଇ ଦେବେ। ମୁଁ କହୁଅଛି, ତୁମ୍ଭେମାନେ କଦାପି ସେହି ଦେଶକୁ ଯିବ ନାହିଁ। କିନ୍ତୁ ସଦାପ୍ରଭୁ ତୁମ୍ଭକୁ ସେହିଠାକୁ ପଠାଇବେ। ମିଶରରେ ତୁମ୍ଭେ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ଶତ୍ରୁମାନଙ୍କଠାରୁ କ୍ରିତଦାସ ଭାବେ ବିକ୍ରି ହେବାକୁ ଚେଷ୍ଟା କରିବ। କିନ୍ତୁ ତୁମ୍ଭମାନଙ୍କୁ କେହି କ୍ରୟ କରିବେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯେଉଁ ପଥ ବିଷୟରେ ମୁଁ ତୁମ୍ଭକୁ କହିଲି ଯେ, ‘ତୁମ୍ଭେ ଆଉ ତାହା ଦେଖିବ ନାହିଁ,’ ସଦାପ୍ରଭୁ ସେହି ପଥ ଦେଇ ଜାହାଜରେ ପୁନର୍ବାର ମିସରକୁ ତୁମ୍ଭକୁ ଆଣିବେ; ପୁଣି, ସେଠାରେ ତୁମ୍ଭେମାନେ ଆପଣା ଶତ୍ରୁମାନଙ୍କ ହସ୍ତରେ ଆପଣା ଆପଣାକୁ ଦାସ ଓ ଦାସୀ ରୂପେ ବିକିବ, ମାତ୍ର କେହି ତୁମ୍ଭମାନଙ୍କୁ କିଣିବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଆଉ ଯେଉଁ ପଥ ବିଷୟରେ ମୁଁ ତୁମ୍ଭକୁ କହିଲି ଯେ, “ତୁମ୍ଭେ ଆଉ ତାହା ଦେଖିବ ନାହିଁ, ସଦାପ୍ରଭୁ ସେହି ପଥ ଦେଇ ଜାହାଜରେ ପୁନର୍ବାର ମିସରକୁ ତୁମ୍ଭକୁ ଆଣିବେ; ପୁଣି, ସେଠାରେ ତୁମ୍ଭେମାନେ ଆପଣା ଶତ୍ରୁମାନଙ୍କ ହସ୍ତରେ ଆପଣା ଆପଣାକୁ ଦାସ ଓ ଦାସୀ ରୂପେ ବିକିବ, ମାତ୍ର କେହି ତୁମ୍ଭମାନଙ୍କୁ କିଣିବ ନାହିଁ।”