Deuteronomy 28:7 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ସର୍ବଦା ତୁମ୍ଭମାନଙ୍କୁ ସହାୟ ଓ ତକ୍ସ୍ଟମ୍ଭ ଶତୃମାନଙ୍କୁ ବିନାଶ କରିବେ, ଯେଉଁମାନେ ତକ୍ସ୍ଟମ୍ଭ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିବାକୁ ଉଠିବେ। ସମାନେେ ତକ୍ସ୍ଟମ୍ଭ ବିରକ୍ସ୍ଟଦ୍ଧ ରେ ଗୋଟିଏ ବାଟରେ ଆସିବେ ଓ ସାତଟି ବାଟରେ ପଳାଯନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ତୁମ୍ଭ ବିରୁଦ୍ଧରେ ଉଠିବା ଶତ୍ରୁମାନଙ୍କୁ ତୁମ୍ଭ ଆଗେ ଆଗେ ପରାସ୍ତ କରାଇବେ; ସେମାନେ ଏକ ପଥ ଦେଇ ତୁମ୍ଭ ବିରୁଦ୍ଧରେ ଆସିବେ, ମାତ୍ର ସାତ ପଥ ଦେଇ ତୁମ୍ଭ ସମ୍ମୁଖରୁ ପଳାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
“ସଦାପ୍ରଭୁ ସର୍ବଦା ତୁମ୍ଭମାନଙ୍କୁ ସହାୟ ଓ ତୁମ୍ଭ ଶତ୍ରୁମାନଙ୍କୁ ବିନାଶ କରିବେ, ଯେଉଁମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବାକୁ ଉଠିବେ। ସେମାନେ ତୁମ୍ଭ ବିରୁଦ୍ଧରେ ଗୋଟିଏ ବାଟରେ ଆସିବେ ଓ ସାତୋଟି ବାଟରେ ପଳାୟନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ତୁମ୍ଭ ବିରୁଦ୍ଧରେ ଉଠିବା ଶତ୍ରୁମାନଙ୍କୁ ତୁମ୍ଭ ଆଗେ ଆଗେ ପରାସ୍ତ କରାଇବେ; ସେମାନେ ଏକ ପଥ ଦେଇ ତୁମ୍ଭ ବିରୁଦ୍ଧରେ ଆସିବେ, ମାତ୍ର ସାତ ପଥ ଦେଇ ତୁମ୍ଭ ସମ୍ମୁଖରୁ ପଳାଇବେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ତୁମ୍ଭ ବିରୁଦ୍ଧରେ ଉଠିବା ଶତ୍ରୁମାନଙ୍କୁ ତୁମ୍ଭ ଆଗେ ଆଗେ ପରାସ୍ତ କରାଇବେ; ସେମାନେ ଏକ ପଥ ଦେଇ ତୁମ୍ଭ ବିରୁଦ୍ଧରେ ଆସିବେ, ମାତ୍ର ସାତ ପଥ ଦେଇ ତୁମ୍ଭ ସମ୍ମୁଖରୁ ପଳାଇବେ।