Deuteronomy 28:8 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ତୁମ୍ଭମାନଙ୍କର ଅମାର ପୂର୍ଣ୍ଣ କରିବେ। ସେ ତୁମ୍ଭକୁ ସବୁ କାର୍ୟ୍ଯ ରେ ଆଶୀର୍ବାଦ କରିବେ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭକୁ ଦଇେଥିବା ଦେଶ ଉପରେ ଆଶୀର୍ବାଦ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ତୁମ୍ଭ ଅମାରରେ ଓ ଯେ ଯେ କର୍ମରେ ତୁମ୍ଭେ ହସ୍ତ ଦେବ, ସେସବୁରେ ଆଶୀର୍ବାଦପ୍ରାପ୍ତି ଆଜ୍ଞା କରିବେ; ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେଉଁ ଦେଶ ଦେବେ, ତହିଁରେ ସେ ତୁମ୍ଭକୁ ଆଶୀର୍ବାଦ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
“ସଦାପ୍ରଭୁ ତୁମ୍ଭମାନଙ୍କର ଅମାର ପୂର୍ଣ୍ଣ କରିବେ। ସେ ତୁମ୍ଭକୁ ସବୁ କାର୍ଯ୍ୟରେ ଆଶୀର୍ବାଦ କରିବେ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭକୁ ଦେଇଥିବା ଦେଶ ଉପରେ ଆଶୀର୍ବାଦ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ତୁମ୍ଭ ଅମାରରେ ଓ ଯେଉଁ ଯେଉଁ କର୍ମରେ ତୁମ୍ଭେ ହସ୍ତ ଦେବ, ସେହି ସବୁରେ ଆଶୀର୍ବାଦପ୍ରାପ୍ତି ଆଜ୍ଞା କରିବେ; ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ତହିଁରେ ସେ ତୁମ୍ଭକୁ ଆଶୀର୍ବାଦ କରିବେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ତୁମ୍ଭ ଅମାରରେ ଓ ଯେଉଁ ଯେଉଁ କର୍ମରେ ତୁମ୍ଭେ ହସ୍ତ ଦେବ, ସେହି ସବୁରେ ଆଶୀର୍ବାଦପ୍ରାପ୍ତି ଆଜ୍ଞା କରିବେ; ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ତହିଁରେ ସେ ତୁମ୍ଭକୁ ଆଶୀର୍ବାଦ କରିବେ।