Deuteronomy 28:9 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ତୁମ୍ଭକୁ ତାଙ୍କର ପବିତ୍ର ଲୋକ ଭାବେ ପ୍ରତିଷ୍ଠା କରିବେ, ଠିକ୍ ଯେପରି ସେ ପ୍ରତିଜ୍ଞା କରିଛନ୍ତି। ସେ ଠିକ୍ ସହେିପରି କରିବେ କାରଣ ତୁମ୍ଭମାନେେ ତାଙ୍କର ଆଦେଶ ମାନ ଓ ତାଙ୍କର ପଥରେ ଗ୍ଭଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ଆଜ୍ଞା ପାଳନ ଓ ତାହାଙ୍କ ପଥରେ ଗମନ କଲେ, ସଦାପ୍ରଭୁ ଆପଣା ଶପଥ ଅନୁସାରେ ତୁମ୍ଭକୁ ଆପଣା ପବିତ୍ର ଲୋକ କରି ସ୍ଥାପନ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତୁମ୍ଭକୁ ତାଙ୍କର ପବିତ୍ର ଲୋକ ଭାବେ ପ୍ରତିଷ୍ଠା କରିବେ, ଠିକ୍ ଯେପରି ସେ ପ୍ରତିଜ୍ଞା କରିଛନ୍ତି। ସେ ଠିକ୍ ସେହିପରି କରିବେ କାରଣ ତୁମ୍ଭେମାନେ ତାଙ୍କର ଆଦେଶ ମାନ ଓ ତାଙ୍କର ପଥରେ ଗ୍ଭଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞା ପାଳନ ଓ ତାହାଙ୍କ ପଥରେ ଗମନ କଲେ, ସଦାପ୍ରଭୁ ଆପଣା ଶପଥ ଅନୁସାରେ ତୁମ୍ଭକୁ ଆପଣା ପବିତ୍ର ଲୋକ କରି ସ୍ଥାପନ କରିବେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞା ପାଳନ ଓ ତାହାଙ୍କ ପଥରେ ଗମନ କଲେ, ସଦାପ୍ରଭୁ ଆପଣା ଶପଥ ଅନୁସାରେ ତୁମ୍ଭକୁ ଆପଣା ପବିତ୍ର ଲୋକ କରି ସ୍ଥାପନ କରିବେ।