Deuteronomy 29:1 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଇଶ୍ରାୟେଲ ଲୋକମାନଙ୍କ ସହିତ ହାରେବେ ପର୍ବତ ରେ ଏକ ଚକ୍ସ୍ଟକ୍ତି କରିଥିଲେ। ତାହାଛଡା ସେ ମାୟୋବ ଦେଶ ରେ ତାଙ୍କ ସହିତ ଆଉ ଏକ ଚକ୍ସ୍ଟକ୍ତି କରିଥିଲେ। ତାହାସବୁ ଏହି ଯେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ହୋରେବରେ ଇସ୍ରାଏଲ ସନ୍ତାନଗଣ ସହିତ ଯେଉଁ ନିୟମ କରିଥିଲେ, ତାହା ଛଡ଼ା ମୋୟାବ ଦେଶରେ ସେମାନଙ୍କ ସହିତ ଯେଉଁ ନିୟମ କରିବାକୁ ମୋଶାଙ୍କୁ ଆଜ୍ଞା ଦେଲେ, ସେହି ନିୟମର କଥା ଏହି ।
Odia Bible ERV 2004 (ପବିତ୍ର ବାଇବଲ)
ମୋୟାବ ଦେଶରେ ଚୁକ୍ତି ସଦାପ୍ରଭୁ ଇସ୍ରାଏଲ ଲୋକମାନଙ୍କ ସହିତ ହୋରେବ ପର୍ବତରେ ଏକ ଚୁକ୍ତି କରିଥିଲେ। ତାହାଛଡ଼ା ସେ ମୋୟାବ ଦେଶରେ ତାଙ୍କ ସହିତ ଆଉ ଏକ ଚୁକ୍ତି କରିଥିଲେ। ତାହା ସବୁ ଏହି ଯେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ହୋରେବରେ ଇସ୍ରାଏଲ-ସନ୍ତାନଗଣ ସହିତ ଯେଉଁ ନିୟମ କରିଥିଲେ, ତାହା ଛଡ଼ା ମୋୟାବ ଦେଶରେ ସେମାନଙ୍କ ସହିତ ଯେଉଁ ନିୟମ କରିବାକୁ ମୋଶାଙ୍କୁ ଆଜ୍ଞା ଦେଲେ, ସେହି ନିୟମର କଥା ଏହି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ହୋରେବରେ ଇସ୍ରାଏଲ ସନ୍ତାନଗଣ ସହିତ ଯେଉଁ ନିୟମ କରିଥିଲେ, ତାହା ଛଡ଼ା ମୋୟାବ ଦେଶରେ ସେମାନଙ୍କ ସହିତ ଯେଉଁ ନିୟମ କରିବାକୁ ମୋଶାଙ୍କୁ ଆଜ୍ଞା ଦେଲେ, ସେହି ନିୟମର କଥା ଏହି।