Deuteronomy 29:10 — Compare Translations

5 translations compared side by side

Odia - 1840
"ଆଜି ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭର ପରମେଶ୍ବଙ୍କର ସମ୍ମକ୍ସ୍ଟଖ ରେ ଛିଡା ହାଇେଅଛ। ତୁମ୍ଭର ପ୍ରଧାନଗଣ, ତୁମ୍ଭମାନଙ୍କ ବଂଶ ସମୂହ, ତୁମ୍ଭମାନଙ୍କର ପ୍ରାଚୀନବର୍ଗ, ତୁମ୍ଭମାନଙ୍କ ଅଧ୍ଯକ୍ଷଗଣ ଓ ଇଶ୍ରାୟେଲର ସମସ୍ତ ପୁରୁଷ ଏହିଠା ରେ ଉପସ୍ଥିତ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ତୁମ୍ଭକୁ ଯେପରି କହିଅଛନ୍ତି ଓ ତୁମ୍ଭ ପୂର୍ବପୁରୁଷ ଅବ୍ରହାମ ଓ ଇସ୍‍ହାକ ଓ ଯାକୁବଙ୍କ ପ୍ରତି ଯେପରି ଶପଥ କରିଅଛନ୍ତି, ତଦନୁସାରେ ସେ ଯେପରି ଆଜି ତୁମ୍ଭକୁ ଆପଣା ଲୋକ ରୂପେ ସ୍ଥାପନ କରନ୍ତି ଓ ତୁମ୍ଭର ପରମେଶ୍ଵର ହୁଅନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
“ଆଜି ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କର ସମ୍ମୁଖରେ ଛିଡ଼ା ହୋଇଅଛ। ତୁମ୍ଭର ପ୍ରଧାନଗଣ, ତୁମ୍ଭମାନଙ୍କ ବଂଶ ସମୂହ, ତୁମ୍ଭମାନଙ୍କର ପ୍ରାଚୀନବର୍ଗ, ତୁମ୍ଭମାନଙ୍କ ଅଧ୍ୟକ୍ଷଗଣ ଓ ଇସ୍ରାଏଲର ସମସ୍ତ ପୁରୁଷ ଏହିଠାରେ ଉପସ୍ଥିତ ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ତୁମ୍ଭକୁ ଯେପରି କହିଅଛନ୍ତି ଓ ତୁମ୍ଭ ପୂର୍ବପୁରୁଷ ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ପ୍ରତି ଯେପରି ଶପଥ କରିଅଛନ୍ତି, ତଦନୁସାରେ ସେ ଯେପରି ଆଜି ତୁମ୍ଭକୁ ଆପଣା ଲୋକ ରୂପେ ସ୍ଥାପନ କରନ୍ତି ଓ ତୁମ୍ଭର ପରମେଶ୍ୱର ହୁଅନ୍ତି;
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ତୁମ୍ଭକୁ ଯେପରି କହିଅଛନ୍ତି ଓ ତୁମ୍ଭ ପୂର୍ବପୁରୁଷ ଅବ୍ରହାମ, ଇସ୍‍ହାକ ଓ ଯାକୁବଙ୍କ ପ୍ରତି ଯେପରି ଶପଥ କରିଅଛନ୍ତି, ତଦନୁସାରେ ସେ ଯେପରି ଆଜି ତୁମ୍ଭକୁ ଆପଣା ଲୋକ ରୂପେ ସ୍ଥାପନ କରନ୍ତି ଓ ତୁମ୍ଭର ପରମେଶ୍ୱର ହୁଅନ୍ତି;