Deuteronomy 29:11 — Compare Translations

5 translations compared side by side

Odia - 1840
"ତୁମ୍ଭର ସ୍ତ୍ରୀ ଓ ପିଲାମାନେ ଏବଂ ତୁମ୍ଭମାନଙ୍କ ସହିତ ବାସ କରୁଥିବା ବିଦେଶୀମାନେ ମଧ୍ଯ ଏହିଠା ରେ ଉପସ୍ଥିତ ଅଛନ୍ତି। ଯେଉଁ ଲୋକମାନେ ତୁମ୍ଭକୁ କାଠ କାଟି ଦଇେଛନ୍ତି ଏବଂ ପାଣି ଯୋଗଇଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯେଉଁ ନିୟମ ଓ ଯେଉଁ ଶପଥ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଆଜି ତୁମ୍ଭ ସଙ୍ଗେ ସ୍ଥିର କରିବେ, ତୁମ୍ଭେ ଯେପରି ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସହିତ ତାହା ସ୍ଥିର କରିବ, ଏଥିପାଇଁ
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ସ୍ତ୍ରୀ ଓ ପିଲାମାନେ ଏବଂ ତୁମ୍ଭମାନଙ୍କ ସହିତ ବାସ କରୁଥିବା ବିଦେଶୀମାନେ ମଧ୍ୟ ଏହିଠାରେ ଉପସ୍ଥିତ ଅଛନ୍ତି। ଯେଉଁ ଲୋକମାନେ ତୁମ୍ଭକୁ କାଠ କାଟି ଦେଇଛନ୍ତି ଏବଂ ପାଣି ଯୋଗାଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେଉଁ ନିୟମ ଓ ଯେଉଁ ଶପଥ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆଜି ତୁମ୍ଭ ସଙ୍ଗେ ସ୍ଥିର କରିବେ, ତୁମ୍ଭେ ଯେପରି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସହିତ ତାହା ସ୍ଥିର କରିବ,
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେଉଁ ନିୟମ ଓ ଯେଉଁ ଶପଥ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆଜି ତୁମ୍ଭ ସଙ୍ଗେ ସ୍ଥିର କରିବେ, ତୁମ୍ଭେ ଯେପରି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସହିତ ତାହା ସ୍ଥିର କରିବ,