Deuteronomy 29:12 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ସମସ୍ତେ ସଦାପ୍ରଭୁ ତୁମ୍ଭର ପରମେଶ୍ବରଙ୍କଠାରେ ଚକ୍ସ୍ଟକ୍ତି କରିବା ପାଇଁ ଏଠା ରେ ଛିଡା ହାଇେଛ। ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଆଜି ଏହି ଚକ୍ସ୍ଟକ୍ତି କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭମାନଙ୍କ ପ୍ରଧାନମାନେ, ତୁମ୍ଭମାନଙ୍କ ବଂଶସମୂହ, ତୁମ୍ଭମାନଙ୍କ ପ୍ରାଚୀନଗଣ ଓ ତୁମ୍ଭମାନଙ୍କ ଅଧ୍ୟକ୍ଷଗଣ, ଇସ୍ରାଏଲର ସମସ୍ତ ପୁରୁଷ, ତୁମ୍ଭମାନଙ୍କ ବାଳକଗଣ, ତୁମ୍ଭମାନଙ୍କ ଭାର୍ଯ୍ୟାଗଣ
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ସମସ୍ତେ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କଠାରେ ଚୁକ୍ତି କରିବା ପାଇଁ ଏଠାରେ ଛିଡ଼ା ହୋଇଛ। ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଆଜି ଏହି ଚୁକ୍ତି କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ତୁମ୍ଭମାନଙ୍କ ପ୍ରଧାନମାନେ, ତୁମ୍ଭମାନଙ୍କ ବଂଶସମୂହ, ତୁମ୍ଭମାନଙ୍କ ପ୍ରାଚୀନଗଣ ଓ ତୁମ୍ଭମାନଙ୍କ ଅଧ୍ୟକ୍ଷଗଣ, ଇସ୍ରାଏଲର ସମସ୍ତ ପୁରୁଷ, ତୁମ୍ଭମାନଙ୍କ ବାଳକଗଣ, ତୁମ୍ଭମାନଙ୍କ ଭାର୍ଯ୍ୟାଗଣ
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ତୁମ୍ଭମାନଙ୍କ ପ୍ରଧାନମାନେ, ତୁମ୍ଭମାନଙ୍କ ବଂଶସମୂହ, ତୁମ୍ଭମାନଙ୍କ ପ୍ରାଚୀନଗଣ ଓ ତୁମ୍ଭମାନଙ୍କ ଅଧ୍ୟକ୍ଷଗଣ, ଇସ୍ରାଏଲର ସମସ୍ତ ପୁରୁଷ, ତୁମ୍ଭମାନଙ୍କ ବାଳକଗଣ, ତୁମ୍ଭମାନଙ୍କ ଭାର୍ଯ୍ୟାଗଣ