Deuteronomy 29:13 — Compare Translations

5 translations compared side by side

Odia - 1840
"ଏହି ଚକ୍ସ୍ଟକ୍ତି ସହିତ ସଦାପ୍ରଭୁ ତୁମ୍ଭମାନଙ୍କୁ ତାଙ୍କର ସ୍ବତନ୍ତ୍ର ପବିତ୍ର ଲୋକ ଭାବରେ ଗ୍ରହଣ କରୁଛନ୍ତି। ଏବଂ ସେ ନିଜେ ତୁମ୍ଭମାନଙ୍କର ପରମେଶ୍ବର ହବେେ। ସେ ତୁମ୍ଭକୁ ଏହିକଥା କହିଥିଲେ। ସେ ତୁମ୍ଭର ପୁର୍ବପୁରୁଷଗଣଙ୍କ ସଙ୍ଗ ରେ ଏହି ଚକ୍ସ୍ଟକ୍ତି କରିଥିଲେ, ଅବ୍ରହାମ, ଇସହାକ୍ ଓ ୟାକକ୍ସ୍ଟବଙ୍କ ସହିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ତୁମ୍ଭ ଛାଉଣିରେ ଥିବା ବିଦେଶୀ, ତୁମ୍ଭ କାଠକଟାଳୀଠାରୁ ତୁମ୍ଭ ଜଳକଢ଼ାଳୀ ପର୍ଯ୍ୟନ୍ତ, ଏପରି ତୁମ୍ଭେ ସମସ୍ତେ ଆଜି ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସମ୍ମୁଖରେ ଛିଡ଼ା ହେଉଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଚୁକ୍ତି ସହିତ ସଦାପ୍ରଭୁ ତୁମ୍ଭମାନଙ୍କୁ ତାଙ୍କର ସ୍ୱତନ୍ତ୍ର ପବିତ୍ର ଲୋକ ଭାବରେ ଗ୍ରହଣ କରୁଛନ୍ତି। ଏବଂ ସେ ନିଜେ ତୁମ୍ଭମାନଙ୍କର ପରମେଶ୍ୱର ହେବେ। ସେ ତୁମ୍ଭକୁ ଏହିକଥା କହିଥିଲେ। ସେ ତୁମ୍ଭର ପୂର୍ବପୁରୁଷଗଣଙ୍କ ସଙ୍ଗରେ ଏହି ଚୁକ୍ତି କରିଥିଲେ, ଅବ୍ରହାମ, ଇ‌ସ୍‌ହାକ ଓ ଯାକୁବଙ୍କ ସହିତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ତୁମ୍ଭ ଛାଉଣିରେ ଥିବା ବିଦେଶୀ, ତୁମ୍ଭ କାଠକଟାଳୀଠାରୁ ତୁମ୍ଭ ଜଳକଢ଼ାଳୀ ପର୍ଯ୍ୟନ୍ତ, ଏପରି ତୁମ୍ଭେ ସମସ୍ତେ ଆଜି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଛିଡ଼ା ହେଉଅଛ।
Odia IRV 2017 (ଓଡିଆ ବାଇବେଲ)
ଓ ତୁମ୍ଭ ଛାଉଣିରେ ଥିବା ବିଦେଶୀ, ତୁମ୍ଭ କାଠକଟାଳୀଠାରୁ ତୁମ୍ଭ ଜଳକଢ଼ାଳୀ ପର୍ଯ୍ୟନ୍ତ, ଏପରି ତୁମ୍ଭେ ସମସ୍ତେ ଆଜି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଛିଡ଼ା ହେଉଅଛ।