Deuteronomy 29:15 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଏହି ଚକ୍ସ୍ଟକ୍ତି କରିଛନ୍ତି ତକ୍ସ୍ଟମ୍ଭ ସମସ୍ତଙ୍କ ସହିତ ଯେଉଁମାନେ ଆଜି ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ବରଙ୍କ ସମ୍ମକ୍ସ୍ଟଖ ରେ ଦଣ୍ତାଯମାନ ହାଇେଅଛ। କିନ୍ତୁ ଏହି ଚକ୍ସ୍ଟକ୍ତି ମଧ୍ଯ ଆମ୍ଭର ଭବିଷ୍ଯଦ ବଂଶଧରଙ୍କ ପାଇଁ ମଧ୍ଯ ଯେଉଁମାନେ ଆମ୍ଭମାନଙ୍କ ସହିତ ନାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ସମ୍ମୁଖରେ ଆମ୍ଭମାନଙ୍କ ସଙ୍ଗେ ଆଜି ଏଠାରେ ଯେଉଁ ଲୋକ ଛିଡ଼ା ହେଉଅଛି, ଆଉ ମଧ୍ୟ ଯେଉଁ ଲୋକ ଏଠାରେ ନାହିଁ, (ସେ ସମସ୍ତଙ୍କ ସଙ୍ଗେ ମୁଁ ଏହି ନିୟମ କରୁଅଛି) ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଏହି ଚୁକ୍ତି କରିଛନ୍ତି ତୁମ୍ଭ ସମସ୍ତଙ୍କ ସହିତ ଯେଉଁମାନେ ଆଜି ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କ ସମ୍ମୁଖରେ ଦଣ୍ଡାୟମାନ ହୋଇଅଛ। କିନ୍ତୁ ଏହି ଚୁକ୍ତି ମଧ୍ୟ ଆମ୍ଭର ଭବିଷ୍ୟଦ୍ ବଂଶଧରଙ୍କ ପାଇଁ ମଧ୍ୟ ଯେଉଁମାନେ ଆମ୍ଭମାନଙ୍କ ସହିତ ନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଆମ୍ଭମାନଙ୍କ ସଙ୍ଗେ ଆଜି ଏଠାରେ ଯେଉଁ ଲୋକ ଛିଡ଼ା ହେଉଅଛି, ଆଉ ମଧ୍ୟ ଯେଉଁ ଲୋକ ଏଠାରେ ନାହିଁ, (ସେ ସମସ୍ତଙ୍କ ସଙ୍ଗେ ମୁଁ ଏହି ନିୟମ କରୁଅଛି)।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଆମ୍ଭମାନଙ୍କ ସଙ୍ଗେ ଆଜି ଏଠାରେ ଯେଉଁ ଲୋକ ଛିଡ଼ା ହେଉଅଛି, ଆଉ ମଧ୍ୟ ଯେଉଁ ଲୋକ ଏଠାରେ ନାହିଁ, (ସେ ସମସ୍ତଙ୍କ ସଙ୍ଗେ ମୁଁ ଏହି ନିୟମ କରୁଅଛି)।