Deuteronomy 29:16 — Compare Translations
5 translations compared side by side
Odia - 1840
"ତୁମ୍ଭେ ଏକଥା ସ୍ମରଣ କର ଯେ ଆମ୍ଭମାନେେ ମିଶର ରେ କିପରି ଥିଲକ୍ସ୍ଟ, ତୁମ୍ଭେ ଏକଥା ସ୍ମରଣ କର, ଆମ୍ଭେ କିପରି ଭାବରେ ବହକ୍ସ୍ଟ ଦେଶ ଅତିକ୍ରାନ୍ତ କରି ଆସିଲକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭେମାନେ ମିସର ଦେଶରେ ଯେପରି ବାସ କଲୁ, ଆଉ ତୁମ୍ଭେମାନେ ଯେଉଁ ଦେଶୀୟ ଲୋକମାନଙ୍କୁ ପାର ହୋଇ ଆସିଅଛ, ସେମାନଙ୍କ ମଧ୍ୟଦେଇ ଆମ୍ଭେମାନେ ଯେପରି ଆସିଲୁ, ତାହା ତୁମ୍ଭେମାନେ ଜାଣ;
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ଏକଥା ସ୍ମରଣ କର ଯେ ଆମ୍ଭେମାନେ ମିଶରରେ କିପରି ଥିଲୁ, ତୁମ୍ଭେ ଏକଥା ସ୍ମରଣ କର, ଆମ୍ଭେ କିପରି ଭାବରେ ବହୁ ଦେଶ ଅତିକ୍ରାନ୍ତ କରି ଆସିଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭେମାନେ ମିସର ଦେଶରେ ଯେପରି ବାସ କଲୁ, ଆଉ ତୁମ୍ଭେମାନେ ଯେଉଁ ଦେଶୀୟ ଲୋକମାନଙ୍କୁ ପାର ହୋଇ ଆସିଅଛ, ସେମାନଙ୍କ ମଧ୍ୟଦେଇ ଆମ୍ଭେମାନେ ଯେପରି ଆସିଲୁ, ତାହା ତୁମ୍ଭେମାନେ ଜାଣ;
Odia IRV 2017 (ଓଡିଆ ବାଇବେଲ)