Deuteronomy 29:17 — Compare Translations
5 translations compared side by side
Odia - 1840
"ଆଉ ତୁମ୍ଭମାନେେ ସମାନଙ୍କେ ମଧିଅରେ ଥିବା ଘୃଣା ଯୋଗ୍ଯ ବସ୍ତକ୍ସ୍ଟ ଓ ସମାନଙ୍କେ କାଠ ଓ ପଥର, ରୂପା ଓ ସକ୍ସ୍ଟନାର ପ୍ରତିମାମାନ ଦେଖିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭେମାନେ ସେମାନଙ୍କ ମଧ୍ୟରେ ଥିବା ଘୃଣାଯୋଗ୍ୟ ବସ୍ତୁ ଓ ସେମାନଙ୍କ କାଠ ଓ ପଥର, ରୂପା ଓ ସୁନାର ପ୍ରତିମାମାନ ଦେଖିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ତୁମ୍ଭେମାନେ ସେମାନଙ୍କ ମଧ୍ୟରେ ଥିବା ଘୃଣାଯୋଗ୍ୟ ବସ୍ତୁ ଓ ସେମାନଙ୍କ କାଠ, ପଥର, ରୂପା ଓ ସୁନାର ପ୍ରତିମାମାନ ଦେଖିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭେମାନେ ସେମାନଙ୍କ ମଧ୍ୟରେ ଥିବା ଘୃଣାଯୋଗ୍ୟ ବସ୍ତୁ, ସେମାନଙ୍କ କାଠ ଓ ପଥର ଓ ରୂପା ଓ ସୁନାର ପ୍ରତିମାମାନ ଦେଖିଅଛ।
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭେମାନେ ସେମାନଙ୍କ ମଧ୍ୟରେ ଥିବା ଘୃଣାଯୋଗ୍ୟ ବସ୍ତୁ, ସେମାନଙ୍କ କାଠ ଓ ପଥର ଓ ରୂପା ଓ ସୁନାର ପ୍ରତିମାମାନ ଦେଖିଅଛ।