Deuteronomy 29:18 — Compare Translations

5 translations compared side by side

Odia - 1840
"ଏଥିପାଇଁ ତୁମ୍ଭେ ସାବଧାନ ହବେ। ସହେି ଦେଶୀଯ ଲୋକମାନଙ୍କ ଦବେତାଗଣର ପଶ୍ଚାଦ୍ ଗାମୀ ହାଇେ ସବୋ କରିବା ନିମନ୍ତେ ଆଜି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବରଙ୍କଠାରକ୍ସ୍ଟ ଯାହାର ହୃଦଯ ବିମକ୍ସ୍ଟଖ ହକ୍ସ୍ଟଏ, ଏପରି କୌଣସି ପୁରୁଷ, କି ସ୍ତ୍ରୀ, ପରିବାର କି ବଂଶ ଯମେନ୍ତ ତୁମ୍ଭମାନଙ୍କ ମଧିଅରେ ନ ରହେ, ଯମେନ୍ତ ବିଷ ଓ ନାଗଦଅଣାର ମୂଳ ତୁମ୍ଭମାନଙ୍କ ମଧିଅରେ ନରହେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ସାବଧାନ, ସେହି ଦେଶୀୟ ଲୋକମାନଙ୍କ ଦେବତାଗଣର ପଶ୍ଚାଦ୍ଗାମୀ ହୋଇ ସେବା କରିବା ନିମନ୍ତେ ଆଜି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କଠାରୁ ଯାହାର ହୃଦୟ ବିମୁଖ ହୁଏ, ଏପରି କୌଣସି ପୁରୁଷ, କି ସ୍ତ୍ରୀ, କି ପରିବାର, କି ବଂଶ ଯେପରି ତୁମ୍ଭମାନଙ୍କ ମଧ୍ୟରେ ନ ରହେ, ଯେପରି ବିଷ ଓ ନାଗଦଅଣାର ମୂଳ ତୁମ୍ଭମାନଙ୍କ ମଧ୍ୟରେ ନ ରହେ;
Odia Bible ERV 2004 (ପବିତ୍ର ବାଇବଲ)
ଏଥିପାଇଁ ତୁମ୍ଭେ ସାବଧାନ ହେବ। ସେହି ଦେଶୀୟ ଲୋକମାନଙ୍କ ଦେବତାଗଣର ପଶ୍ଚା‌ଦ୍‌ଗାମୀ ହୋଇ ସେବା କରିବା ନିମନ୍ତେ ଆଜି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରୁ ଯାହାର ହୃଦୟ ବିମୁଖ ହୁଏ, ଏପରି କୌଣସି ପୁରୁଷ, କି ସ୍ତ୍ରୀ, ପରିବାର କି ବଂଶ ଯେମନ୍ତ ତୁମ୍ଭମାନଙ୍କ ମଧ୍ୟରେ ନ ରହେ, ଯେମନ୍ତ ବିଷ ଓ ନାଗଦଅଣାର ମୂଳ ତୁମ୍ଭମାନଙ୍କ ମଧ୍ୟରେ ନ ରହେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ସାବଧାନ, ସେହି ଦେଶୀୟ ଲୋକମାନଙ୍କ ଦେବତାଗଣର ପଶ୍ଚାଦ୍‍ଗାମୀ ହୋଇ ସେବା କରିବା ନିମନ୍ତେ ଆଜି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରୁ ଯାହାର ହୃଦୟ ବିମୁଖ ହୁଏ, ଏପରି କୌଣସି ପୁରୁଷ, କି ସ୍ତ୍ରୀ, କି ପରିବାର, କି ବଂଶ ଯେପରି ତୁମ୍ଭମାନଙ୍କ ମଧ୍ୟରେ ନ ରହେ, ଯେପରି ବିଷ ଓ ନାଗଦଅଣାର ମୂଳ ତୁମ୍ଭମାନଙ୍କ ମଧ୍ୟରେ ନ ରହେ;
Odia IRV 2017 (ଓଡିଆ ବାଇବେଲ)