Deuteronomy 29:19 — Compare Translations
5 translations compared side by side
Odia - 1840
"ଆଉ ଯେପରି ଏହି ଅଭିଶାପର କଥା ଶକ୍ସ୍ଟଣି ମନମେନେ ଆପଣାର ଧନ୍ଯବାଦ କରି ନ କ ହେ ଯେ, 'ଆମ୍ଭେ ଶକ୍ସ୍ଟଖିଲା ସଙ୍ଗେ ଓଦାକକ୍ସ୍ଟ ଧ୍ବଂସ କରିବା ପାଇଁ ଆପଣା ଦୃଦଯ ରେ କାଠିନ୍ଯ ଅନକ୍ସ୍ଟସା ରେ ଚଳିଲେ ହେଁ ଆମ୍ଭର ମଙ୍ଗଳ ହବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ କେହି ଯେପରି ଏହି ଶାପର କଥା ଶୁଣି ମନେ ମନେ ଆପଣାର ଧନ୍ୟବାଦ କରି ନ କହେ ଯେ, ଆମ୍ଭେ ଶୁଖିଲା ସଙ୍ଗେ ଓଦାକୁ ଧ୍ଵଂସ କରିବା ପାଇଁ ଆପଣା ହୃଦୟର କାଠିନ୍ୟ ଅନୁସାରେ ଚଳିଲେ ହେଁ ଆମ୍ଭର ମଙ୍ଗଳ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ଯେପରି ଏହି ଅଭିଶାପର କଥା ଶୁଣି ମନେ ମନେ ଆପଣାର ଧନ୍ୟବାଦ କରି ନ କହେ ଯେ, ‘ଆମ୍ଭେ ଶୁଖିଲା ସଙ୍ଗେ ଓଦାକୁ ଧ୍ୱଂସ କରିବା ପାଇଁ ଆପଣା ହୃଦୟରେ କାଠିନ୍ୟ ଅନୁସାରେ ଚଳିଲେ ହେଁ ଆମ୍ଭର ମଙ୍ଗଳ ହେବ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ କେହି ଯେପରି ଏହି ଅଭିଶାପର କଥା ଶୁଣି ମନେ ମନେ ଆପଣାର ଧନ୍ୟବାଦ କରି ନ କହେ ଯେ, ଆମ୍ଭେ ଶୁଖିଲା ସଙ୍ଗେ ଓଦାକୁ ଧ୍ୱଂସ କରିବା ପାଇଁ ଆପଣା ହୃଦୟର କଠିନତା ଅନୁସାରେ ଚଳିଲେ ମଧ୍ୟ ଆମ୍ଭର ମଙ୍ଗଳ ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ କେହି ଯେପରି ଏହି ଅଭିଶାପର କଥା ଶୁଣି ମନେ ମନେ ଆପଣାର ଧନ୍ୟବାଦ କରି ନ କହେ ଯେ, ଆମ୍ଭେ ଶୁଖିଲା ସଙ୍ଗେ ଓଦାକୁ ଧ୍ୱଂସ କରିବା ପାଇଁ ଆପଣା ହୃଦୟର କଠିନତା ଅନୁସାରେ ଚଳିଲେ ମଧ୍ୟ ଆମ୍ଭର ମଙ୍ଗଳ ହେବ।