Deuteronomy 29:20 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ତାହାକକ୍ସ୍ଟ କ୍ଷମା କରିବାକୁ ସମ୍ମତ ହବେେ ନାହିଁ। ମାତ୍ର ତତ୍କ୍ଷଣାତ ସହେି ଲୋକପ୍ରତି ସଦାପ୍ରଭୁଙ୍କ କୋରଧ ଓ ଅନ୍ତଜର୍ବାଳା ସଧୂମ ହାଇେ ଉଠିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ତାହାକୁ କ୍ଷମା କରିବାକୁ ସମ୍ମତ ହେବେ ନାହିଁ, ମାତ୍ର ତତ୍କ୍ଷଣେ ସେହି ଲୋକ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ଓ ଅନ୍ତର୍ଜ୍ଵାଳା ସଧୂମ ହୋଇ ଉଠିବ, ପୁଣି ଏହି ପୁସ୍ତକରେ ଲିଖିତ ସମସ୍ତ ଶାପ ତାହା ପାଇଁ ଛକି ରହିବ, ଆଉ ସଦାପ୍ରଭୁ ଆକାଶମଣ୍ତଳ ତଳୁ ତାହାର ନାମ ଲୋପ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତାହାକୁ କ୍ଷମା କରିବାକୁ ସମ୍ମତ ହେବେ ନାହିଁ। ମାତ୍ର ତତ୍କ୍ଷଣାତ୍ ସେହି ଲୋକ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ଓ ଅନ୍ତର୍ଜ୍ୱାଳା ସଧୂମ ହୋଇ ଉଠିବ। ପୁଣି ଏହି ପୁସ୍ତକରେ ଲିଖିତ ସମସ୍ତ ଶାପ ତାହା ପାଇଁ ଛପି ରହିବ, ଆଉ ସଦାପ୍ରଭୁ ଆକାଶ ମଣ୍ତଳ ତଳୁ ତାହାର ନାମ ଲୋପ କରିବ। ଏବଂ ଏହି ବ୍ୟବସ୍ଥାପୁସ୍ତକ ଲିଖିତ ନିୟମର ସମସ୍ତ ଶାପ ଅନୁସାରେ ସଦାପ୍ରଭୁ ତାହାକୁ ଇସ୍ରାଏଲର ସମସ୍ତ ଗୋଷ୍ଠୀୟ ମଧ୍ୟରୁ ଅମଙ୍ଗଳ ନିମନ୍ତେ ପୃଥକ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ତାହାକୁ କ୍ଷମା କରିବାକୁ ସମ୍ମତ ହେବେ ନାହିଁ, ମାତ୍ର ତତ୍କ୍ଷଣେ ସେହି ଲୋକ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ଓ ଅନ୍ତର୍ଜ୍ୱାଳା ସଧୂମ ହୋଇ ଉଠିବ, ପୁଣି ଏହି ପୁସ୍ତକରେ ଲିଖିତ ସମସ୍ତ ଅଭିଶାପ ତାହା ପାଇଁ ଛକି ରହିବ, ଆଉ ସଦାପ୍ରଭୁ ଆକାଶମଣ୍ଡଳ ତଳୁ ତାହାର ନାମ ଲୋପ କରିବେ।
Odia IRV 2017 (ଓଡିଆ ବାଇବେଲ)