Deuteronomy 29:21 — Compare Translations
4 translations compared side by side
Odia - 1840
"ପକ୍ସ୍ଟଣି ଏହି ପୁସ୍ତକକରେ ଲିଖିତ ସମସ୍ତ ଶାପ ତାହା ପାଇଁ ଛପି ରହିବ, ଆଉ ସଦାପ୍ରଭୁ ଆକାଶ ମଣ୍ତଳ ତଳକ୍ସ୍ଟ ତାହାର ନାମ ଲୋପ କରିବ। ଏବଂ ଏହି ବ୍ଯବସ୍ଥାପୁସ୍ତକ ଲିଖିତ ନିଯମର ସମସ୍ତ ଶାପ ଅନକ୍ସ୍ଟସା ରେ ସଦାପ୍ରଭୁ ତାହାକକ୍ସ୍ଟ ଇଶ୍ରାୟେଲର ସମସ୍ତ ଗୋଷ୍ଠୀଯ ମଧ୍ଯରକ୍ସ୍ଟ ଅମଙ୍ଗଳ ନିମନ୍ତେ ପୃଥକ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଏହି ବ୍ୟବସ୍ଥାପୁସ୍ତକ ଲିଖିତ ନିୟମର ସମସ୍ତ ଶାପ ଅନୁସାରେ ସଦାପ୍ରଭୁ ତାହାକୁ ଇସ୍ରାଏଲର ସମସ୍ତ ବଂଶ ମଧ୍ୟରୁ ଅମଙ୍ଗଳ ନିମନ୍ତେ ପୃଥକ କରିବେ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଏହି ବ୍ୟବସ୍ଥା ପୁସ୍ତକର ଲିଖିତ ନିୟମର ସମସ୍ତ ଅଭିଶାପ ଅନୁସାରେ ସଦାପ୍ରଭୁ ତାହାକୁ ଇସ୍ରାଏଲର ସମସ୍ତ ବଂଶ ମଧ୍ୟରୁ ଅମଙ୍ଗଳ ନିମନ୍ତେ ପୃଥକ କରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଏହି ବ୍ୟବସ୍ଥା ପୁସ୍ତକର ଲିଖିତ ନିୟମର ସମସ୍ତ ଅଭିଶାପ ଅନୁସାରେ ସଦାପ୍ରଭୁ ତାହାକୁ ଇସ୍ରାଏଲର ସମସ୍ତ ବଂଶ ମଧ୍ୟରୁ ଅମଙ୍ଗଳ ନିମନ୍ତେ ପୃଥକ୍ କରିବେ।