Deuteronomy 29:22 — Compare Translations

5 translations compared side by side

Odia - 1840
"ଭବିଷ୍ଯତ ରେ ତୁମ୍ଭର ଭବିଷ୍ଯତ ବଂଶଧରଗଣ ଓ ବହକ୍ସ୍ଟ ଦୂର ସ୍ଥାନରକ୍ସ୍ଟ ଆସକ୍ସ୍ଟଥିବା ବିଦେଶୀଗଣ ବିନାଶ ଓ ବିପର୍ୟ୍ଯଯ ଦେଖିବେ, ଯାହା ସଦାପ୍ରଭୁ ଦେଶକକ୍ସ୍ଟ ଆଘାତ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସଦାପ୍ରଭୁ ସେହି ଦେଶ ପ୍ରତି ଯେଉଁ ଆଘାତ କରିବେ ଓ ଯେଉଁ ରୋଗରେ ତାକୁ ରୋଗଗ୍ରସ୍ତ କରିବେ, ତାହା ଭବିଷ୍ୟତ ପୁରୁଷ, ତୁମ୍ଭ ଉତ୍ତାରେ ଉତ୍ପନ୍ନ ତୁମ୍ଭ ସନ୍ତାନସନ୍ତତି ଓ ଦୂର ଦେଶରୁ ଆଗତ ବିଦେଶୀମାନେ ଦେଖିବେ;
Odia Bible ERV 2004 (ପବିତ୍ର ବାଇବଲ)
“ଭବିଷ୍ୟତରେ ତୁମ୍ଭର ଭବିଷ୍ୟଦ୍ ବଂଶଧରଗଣ ଓ ବହୁ ଦୂର ସ୍ଥାନରୁ ଆସୁଥିବା ବିଦେଶୀଗଣ ବିନାଶ ଓ ବିପର୍ଯ୍ୟୟ ଦେଖିବେ, ଯାହା ସଦାପ୍ରଭୁ ଦେଶକୁ ଆଘାତ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସଦାପ୍ରଭୁ ସେହି ଦେଶ ପ୍ରତି ଯେଉଁ ଆଘାତ କରିବେ ଓ ଯେଉଁ ରୋଗରେ ତାକୁ ରୋଗଗ୍ରସ୍ତ କରିବେ, ତାହା ଭବିଷ୍ୟତ ପୁରୁଷ, ତୁମ୍ଭ ଉତ୍ତାରେ ଉତ୍ପନ୍ନ ତୁମ୍ଭ ସନ୍ତାନସନ୍ତତି ଓ ଦୂର ଦେଶରୁ ଆଗତ ବିଦେଶୀମାନେ ଦେଖିବେ;
Odia IRV 2017 (ଓଡିଆ ବାଇବେଲ)