Deuteronomy 29:23 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଆପଣା କୋର୍ଧ ଓ କୋପରେ ଯେଉଁ ସଦୋମ ଓ ହ ମାରୋ, ଅଦ୍ମା ଓ ସବୋଯିମ ନଗରମାନ ଉତ୍ପାଟନ କରିଥିଲେ, ତାହାପରି ଏହି ଦେଶର ସମସ୍ତ ଭୂମି ଗନ୍ଧକ ଓ ଲବଣ ଓ ଦହନ ରେ ପରିପୂର୍ଣ୍ଣ ହାଇେଅଛି। ତହିଁରେ କିଛି ବକ୍ସ୍ଟଣାୟାଏ ନାହିଁ, କି ଫଳ ଉତ୍ପନ୍ନ ହକ୍ସ୍ଟଏ ନାହିଁ ଏବଂ ତହିଁରେ କୌଣସି ତୃଣ ବଢେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅର୍ଥାତ୍, ସଦାପ୍ରଭୁ ଆପଣା କ୍ରୋଧ ଓ କୋପରେ ଯେଉଁ ସଦୋମ ଓ ହମୋରା ଓ ଅଦ୍ମା ଓ ସବୋୟିମ୍ ନଗରମାନ ଉତ୍ପାଟନ କରିଥିଲେ, ତାହା ପରି ଏହି ଦେଶର ସମସ୍ତ ଭୂମି ଗନ୍ଧକ ଓ ଲବଣ ଓ ଦହନରେ ପରିପୂର୍ଣ୍ଣ ହୋଇଅଛି, ତହିଁରେ କିଛି ବୁଣାଯାଏ ନାହିଁ, କି ଫଳ ଉତ୍ପନ୍ନ ହୁଏ ନାହିଁ, କି ତହିଁରେ କୌଣସି ତୃଣ ବଢ଼େ ନାହିଁ (ଏସବୁ ଯେତେବେଳେ ଦେଖିବେ)ନ୍ତ
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଆପଣା କ୍ରୋଧ ଓ କୋପରେ ଯେଉଁ ସଦୋମ ଓ ହମୋରା, ଅଦ୍ମା ଓ ସବୋୟିମ ନଗରମାନ ଉତ୍ପାଟନ କରିଥିଲେ, ତାହାପରି ଏହି ଦେଶର ସମସ୍ତ ଭୂମି ଗନ୍ଧକ ଓ ଲବଣ ଓ ଦହନରେ ପରିପୂର୍ଣ୍ଣ ହୋଇଅଛି। ତହିଁରେ କିଛି ବୁଣାଯାଏ ନାହିଁ, କି ଫଳ ଉତ୍ପନ୍ନ ହୁଏ ନାହିଁ ଏବଂ ତହିଁରେ କୌଣସି ତୃଣ ବଢ଼େ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅର୍ଥାତ୍, ସଦାପ୍ରଭୁ ଆପଣା କ୍ରୋଧ ଓ କୋପରେ ଯେଉଁ ସଦୋମ ଓ ହମୋରା ଓ ଅଦ୍ମା ଓ ସବୋୟୀମ ନଗରମାନ ଉତ୍ପାଟନ କରିଥିଲେ, ତାହା ପରି ଏହି ଦେଶର ସମସ୍ତ ଭୂମି ଗନ୍ଧକ, ଲବଣ ଓ ଦହନରେ ପରିପୂର୍ଣ୍ଣ ହୋଇଅଛି, ତହିଁରେ କିଛି ବୁଣାଯାଏ ନାହିଁ, କି ଫଳ ଉତ୍ପନ୍ନ ହୁଏ ନାହିଁ, କି ତହିଁରେ କୌଣସି ତୃଣ ବଢ଼େ ନାହିଁ (ଏସବୁ ଯେତେବେଳେ ଦେଖିବେ);
Odia IRV 2017 (ଓଡିଆ ବାଇବେଲ)