Deuteronomy 29:24 — Compare Translations

5 translations compared side by side

Odia - 1840
" ସେତବେେଳେ ସବୁ ଗୋଷ୍ଠୀଯ ଲୋକମାନେ କହିବେ, 'ସଦାପ୍ରଭୁ ଏଦେଶ ପ୍ରତି କାହିଁକି ଏପରି କଲେ? ଏରୂପ ମହାକୋର୍ଧ ପ୍ରଜ୍ବଳିତ ହବୋର କାରଣ କ'ଣ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସବୁ ଗୋଷ୍ଠୀୟ ଲୋକମାନେ କହିବେ, ସଦାପ୍ରଭୁ ଏ ଦେଶ ପ୍ରତି କାହିଁକି ଏପରି କଲେ? ଏରୂପ ମହାକ୍ରୋଧ ପ୍ରଜ୍ଵଳିତ ହେବାର କାରଣ କଅଣ?
Odia Bible ERV 2004 (ପବିତ୍ର ବାଇବଲ)
“ସେତେବେଳେ ସବୁ ଗୋଷ୍ଠୀୟ ଲୋକମାନେ କହିବେ, ‘ସଦାପ୍ରଭୁ ଏଦେଶ ପ୍ରତି କାହିଁକି ଏପରି କଲେ? ଏରୂପ ମହାକ୍ରୋଧ ପ୍ରଜ୍ୱଳିତ ହେବାର କାରଣ କ’ଣ?’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସବୁ ଗୋଷ୍ଠୀୟ ଲୋକମାନେ କହିବେ, “ସଦାପ୍ରଭୁ ଏ ଦେଶ ପ୍ରତି କାହିଁକି ଏପରି କରିଅଛନ୍ତି? ଏରୂପ ମହାକ୍ରୋଧ ପ୍ରଜ୍ୱଳିତ ହେବାର କାରଣ କଅଣ?”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସବୁ ଗୋଷ୍ଠୀୟ ଲୋକମାନେ କହିବେ, ସଦାପ୍ରଭୁ ଏ ଦେଶ ପ୍ରତି କାହିଁକି ଏପରି କରିଅଛନ୍ତି? ଏରୂପ ମହାକ୍ରୋଧ ପ୍ରଜ୍ୱଳିତ ହେବାର କାରଣ କଅଣ?