Deuteronomy 29:25 — Compare Translations

5 translations compared side by side

Odia - 1840
"ତହିଁରେ ଲୋକମାନେ କହିବେ: 'ସଦାପ୍ରଭୁ ସମାନଙ୍କେ ପରମେଶ୍ବର ମିଶର ଦେଶରକ୍ସ୍ଟ ସମାନଙ୍କେ ପୂର୍ବପୁରୁଷମାନଙ୍କୁ ବାହାର କରି ଆଣିବା ସମୟରେ ସମାନଙ୍କେ ସହିତ ଯେଉଁ ନିଯମ କରିଥିଲେ ତାହା ସମାନେେ ତ୍ଯାଗ କରିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଲୋକମାନେ କହିବେ, ସଦାପ୍ରଭୁ ସେମାନଙ୍କ ପରମେଶ୍ଵର ମିସର ଦେଶରୁ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ବାହାର କରି ଆଣିବା ସମୟରେ ସେମାନଙ୍କ ସହିତ ଯେଉଁ ନିୟମ କରିଥିଲେ, ତାହା ସେମାନେ ତ୍ୟାଗ କରିଅଛନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ଲୋକମାନେ କହିବେ, ‘ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ମିଶର ଦେଶରୁ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ବାହାର କରି ଆଣିବା ସମୟରେ ସେମାନଙ୍କ ସହିତ ଯେଉଁ ନିୟମ କରିଥିଲେ ତାହା ସେମାନେ ତ୍ୟାଗ କରିଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଲୋକମାନେ କହିବେ, “ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ମିସର ଦେଶରୁ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ବାହାର କରି ଆଣିବା ସମୟରେ ସେମାନଙ୍କ ସହିତ ଯେଉଁ ନିୟମ କରିଥିଲେ, ତାହା ସେମାନେ ତ୍ୟାଗ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଲୋକମାନେ କହିବେ, “ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ମିସର ଦେଶରୁ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ବାହାର କରି ଆଣିବା ସମୟରେ ସେମାନଙ୍କ ସହିତ ଯେଉଁ ନିୟମ କରିଥିଲେ, ତାହା ସେମାନେ ତ୍ୟାଗ କରିଅଛନ୍ତି।”