Deuteronomy 29:26 — Compare Translations

5 translations compared side by side

Odia - 1840
"ଯେଉଁ ଦବେତାମାନଙ୍କୁ ସମାନେେ ଜାଣି ନଥିଲେ ଓ ସେ ସମାନଙ୍କେୁ ନଇେ ନଥିଲେ, ସମାନେେ ୟାଇ ସହେି ଅନ୍ୟ ଦବେତାଗଣର ପୂଜା କଲେ ଓ ସମାନଙ୍କେର ସବୋ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯେଉଁ ଦେବତାମାନଙ୍କୁ ସେମାନେ ଜାଣି ନ ଥିଲେ ଓ ସେ ସେମାନଙ୍କୁ ଦେଇ ନ ଥିଲେ, ସେମାନେ ଯାଇ ସେହି ଅନ୍ୟ ଦେବତାଗଣର ସେବା କଲେ ଓ ସେମାନଙ୍କୁ ପ୍ରଣାମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଦେବତାମାନଙ୍କୁ ସେମାନେ ଜାଣି ନ ଥିଲେ ଓ ସେ ସେମାନଙ୍କୁ ନେଇ ନ ଥିଲେ, ସେମାନେ ଯାଇ ସେହି ଅନ୍ୟ ଦେବତାଗଣର ପୂଜା କଲେ ଓ ସେମାନଙ୍କର ସେବା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଯେଉଁ ଦେବତାମାନଙ୍କୁ ନିଷିଦ୍ଧ କରିଥିଲେ ଏବଂ ସେମାନଙ୍କ ଦୃଷ୍ଟିରେ ଯେଉଁ ଦେବତାମାନେ ଅଜଣା ଥିଲେ, ସେମାନେ ଯାଇ ସେହି ଦେବତାଗଣର ସେବା କଲେ ଓ ସେମାନଙ୍କୁ ପ୍ରଣାମ କଲେ।
Odia IRV 2017 (ଓଡିଆ ବାଇବେଲ)
ଈଶ୍ୱର ଯେଉଁ ଦେବତାମାନଙ୍କୁ ନିଷିଦ୍ଧ କରିଥିଲେ ଏବଂ ସେମାନଙ୍କ ଦୃଷ୍ଟିରେ ଯେଉଁ ଦେବତାମାନେ ଅଜଣା ଥିଲେ, ସେମାନେ ଯାଇ ସେହି ଦେବତାଗଣର ସେବା କଲେ ଓ ସେମାନଙ୍କୁ ପ୍ରଣାମ କଲେ।