Deuteronomy 29:27 — Compare Translations

5 translations compared side by side

Odia - 1840
"ଏଣୁ ଏହି ପୁସ୍ତକରେ ଲିଖିତ ସମସ୍ତ ଅଭିଶାପ ସହେି ଦେଶ ଉପରେ ବର୍ତ୍ତାଇବାକକ୍ସ୍ଟ ତହିଁ ପ୍ରତି ସଦାପ୍ରଭୁଙ୍କ କୋରଧ ପ୍ରଜ୍ବଳିତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଏହି ପୁସ୍ତକରେ ଲିଖିତ ସମସ୍ତ ଶାପ ସେହି ଦେଶ ଉପରେ ବର୍ତ୍ତାଇବାକୁ ତହିଁ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ଵଳିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ଏହି ପୁସ୍ତକରେ ଲିଖିତ ସମସ୍ତ ଅଭିଶାପ ସେହି ଦେଶ ଉପରେ ବର୍ତ୍ତାଇବାକୁ ତହିଁ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଏହି ପୁସ୍ତକରେ ଲିଖିତ ସମସ୍ତ ଅଭିଶାପ ସେହି ଦେଶ ଉପରେ ବର୍ତ୍ତାଇବାକୁ ତହିଁ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଏହି ପୁସ୍ତକରେ ଲିଖିତ ସମସ୍ତ ଅଭିଶାପ ସେହି ଦେଶ ଉପରେ ବର୍ତ୍ତାଇବାକୁ ତହିଁ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା।