Deuteronomy 29:28 — Compare Translations

5 translations compared side by side

Odia - 1840
"ପକ୍ସ୍ଟଣି ସଦାପ୍ରଭୁ କୋର୍ଧ ରେ ଓ ପ୍ରଚଣ୍ତତା ରେ ଓ ମହା କୋପରେ ସମାନଙ୍କେ ଦେଶରକ୍ସ୍ଟ ସମାନଙ୍କେୁ ଉତ୍ପାଟନ କଲେ ଓ ସମାନଙ୍କେୁ ଅନ୍ୟ ଦେଶ ରେ ନିକ୍ଷପେ କଲେ, ଯେଉଁଠା ରେ ସମାନେେ ଆଜି ଅଛନ୍ତି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସଦାପ୍ରଭୁ କ୍ରୋଧରେ ଓ ପ୍ରଚଣ୍ତତାରେ ଓ ମହାକୋପରେ ସେମାନଙ୍କ ଦେଶରୁ ସେମାନଙ୍କୁ ଉତ୍ପାଟନ କଲେ ଓ ଆଜିର ପରି ଅନ୍ୟ ଦେଶରେ ସେମାନଙ୍କୁ ନିକ୍ଷେପ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସଦାପ୍ରଭୁ କ୍ରୋଧରେ ଓ ପ୍ରଚଣ୍ତତାରେ ଓ ମହାକୋପରେ ସେମାନଙ୍କ ଦେଶରୁ ସେମାନଙ୍କୁ ଉତ୍ପାଟନ କଲେ ଓ ସେମାନଙ୍କୁ ଅନ୍ୟ ଦେଶରେ ନିକ୍ଷେପ କଲେ, ଯେଉଁଠାରେ ସେମାନେ ଆଜି ଅଛନ୍ତି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁ କ୍ରୋଧରେ ଓ ପ୍ରଚଣ୍ଡତାରେ ଓ ମହାକୋପରେ ସେମାନଙ୍କ ଦେଶରୁ ସେମାନଙ୍କୁ ଉତ୍ପାଟନ କଲେ ଓ ଆଜିର ପରି ଅନ୍ୟ ଦେଶରେ ସେମାନଙ୍କୁ ନିକ୍ଷେପ କଲେ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସଦାପ୍ରଭୁ କ୍ରୋଧରେ ଓ ପ୍ରଚଣ୍ଡତାରେ ଓ ମହାକୋପରେ ସେମାନଙ୍କ ଦେଶରୁ ସେମାନଙ୍କୁ ଉତ୍ପାଟନ କଲେ ଓ ଆଜିର ପରି ଅନ୍ୟ ଦେଶରେ ସେମାନଙ୍କୁ ନିକ୍ଷେପ କଲେ।