Deuteronomy 29:3 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ଦେଖିଛ ସଦାପ୍ରଭୁ ସମାନଙ୍କେୁ କିଭଳି ଭାବରେ କଷ୍ଟ ଦଇେଛନ୍ତି। ତୁମ୍ଭମାନେେ ସଦାପ୍ରଭୁଙ୍କର ସହେି ଚମତ୍ମାର ଆଶ୍ଚର୍ୟ୍ଯ କର୍ମମାନ ଦେଖିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ମହା ମହା ପରଖ, ଚିହ୍ନ ଓ ମହତ ଆଶ୍ଚର୍ଯ୍ୟ-କର୍ମସକଳ ତୁମ୍ଭର ଚକ୍ଷୁ ଦେଖିଅଛି;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଦେଖିଛ ସଦାପ୍ରଭୁ ସେମାନଙ୍କୁ କିଭଳି ଭାବରେ କଷ୍ଟ ଦେଇଛନ୍ତି। ତୁମ୍ଭେମାନେ ସଦାପ୍ରଭୁଙ୍କର ସେହି ଚମତ୍କାର ଆଶ୍ଚର୍ଯ୍ୟ କର୍ମମାନ ଦେଖିଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ମହା ମହା ପରଖ, ଚିହ୍ନ ଓ ମହତ୍ ଆଶ୍ଚର୍ଯ୍ୟ-କର୍ମସକଳ ତୁମ୍ଭର ଚକ୍ଷୁ ଦେଖିଅଛି,
Odia IRV 2017 (ଓଡିଆ ବାଇବେଲ)
ସେହି ମହା ମହା ପରଖ, ଚିହ୍ନ ଓ ମହତ୍ ଆଶ୍ଚର୍ଯ୍ୟ-କର୍ମ ସକଳ ତୁମ୍ଭର ଚକ୍ଷୁ ଦେଖିଅଛି,