Deuteronomy 29:4 — Compare Translations
5 translations compared side by side
Odia - 1840
"କିନ୍ତୁ ଏପରିକି ତୁମ୍ଭମାନେେ ସଦାପ୍ରଭୁଙ୍କର କର୍ମମାନ ବକ୍ସ୍ଟଝି ପାରିଲ ନାହିଁ। ତୁମ୍ଭମାନେେ ସଦାପ୍ରଭୁଙ୍କ ଆଜି ପର୍ୟ୍ଯନ୍ତ ଠିକ୍ ଭାବେ ବକ୍ସ୍ଟଝିପାରିଲ ନାହିଁ। ଯାହାସବୁ ଦେଖିଲ ଓ ଯାହା ସବୁ ଶକ୍ସ୍ଟଣିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସଦାପ୍ରଭୁ ଆଜିଯାଏ ତୁମ୍ଭମାନଙ୍କୁ ବୁଝିବା ପାଇଁ ହୃଦୟ ଓ ଦେଖିବା ପାଇଁ ଚକ୍ଷୁ ଓ ଶୁଣିବା ପାଇଁ କର୍ଣ୍ଣ ଦେଇ ନାହାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଏପରିକି ତୁମ୍ଭେମାନେ ସଦାପ୍ରଭୁଙ୍କର କର୍ମମାନ ବୁଝି ପାରିଲ ନାହିଁ। ତୁମ୍ଭେମାନେ ସଦାପ୍ରଭୁଙ୍କୁ ଆଜି ପର୍ଯ୍ୟନ୍ତ ଠିକ୍ ଭାବେ ବୁଝିପାରିଲ ନାହିଁ। ଯାହାସବୁ ଦେଖିଲ ଓ ଯାହାସବୁ ଶୁଣିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସଦାପ୍ରଭୁ ଆଜି ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ବୁଝିବା ପାଇଁ ହୃଦୟ ଓ ଦେଖିବା ପାଇଁ ଚକ୍ଷୁ ଓ ଶୁଣିବା ପାଇଁ କର୍ଣ୍ଣ ଦେଇ ନାହାନ୍ତି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସଦାପ୍ରଭୁ ଆଜି ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ବୁଝିବା ପାଇଁ ହୃଦୟ ଓ ଦେଖିବା ପାଇଁ ଚକ୍ଷୁ ଓ ଶୁଣିବା ପାଇଁ କର୍ଣ୍ଣ ଦେଇ ନାହାନ୍ତି।”