Deuteronomy 29:5 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ତୁମ୍ଭମାନଙ୍କୁ ଗ୍ଭଳିଶ ବର୍ଷ ମରକ୍ସ୍ଟ ଅଞ୍ଚଳ ରେ ଆଗଇେ ଆଣିଲେ ତୁମ୍ଭମାନେେ ଦେଖିଲ ଯେ ତୁମ୍ଭର ପୋଷାକ ଆଦୌ ଚିରିନଥିଲା। ତୁମ୍ଭର ୟୋତା ମଧ୍ଯ ନଷ୍ଟ ହାଇେ ନଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆମ୍ଭେ ଏହି ପ୍ରାନ୍ତରରେ ଚାଳିଶ ବର୍ଷ କାଳ ତୁମ୍ଭମାନଙ୍କୁ ଗମନ କରାଇଅଛୁ; ତୁମ୍ଭମାନଙ୍କ ବସ୍ତ୍ର ତୁମ୍ଭମାନଙ୍କ ଶରୀରରେ ଜୀର୍ଣ୍ଣ ହୋଇ ନାହିଁ ଓ ତୁମ୍ଭ ପାଦୁକା ତୁମ୍ଭ ପାଦରେ ଜୀର୍ଣ୍ଣ ହୋଇ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତୁମ୍ଭମାନଙ୍କୁ ଗ୍ଭଳିଶ୍ ବର୍ଷ ମରୁ ଅଞ୍ଚଳରେ ଆଗେଇ ଆଣିଲେ ତୁମ୍ଭେମାନେ ଦେଖିଲ ଯେ ତୁମ୍ଭର ପୋଷାକ ଆଦୌ ଚିରି ନ ଥିଲା। ତୁମ୍ଭର ଜୋତା ମଧ୍ୟ ନଷ୍ଟ ହୋଇ ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ଏହି ପ୍ରାନ୍ତରରେ ଚାଳିଶ ବର୍ଷ କାଳ ତୁମ୍ଭମାନଙ୍କୁ ଗମନ କରାଇଅଛୁ; ତୁମ୍ଭମାନଙ୍କ ବସ୍ତ୍ର ତୁମ୍ଭମାନଙ୍କ ଶରୀରରେ ଅଭାବ ହୋଇ ନାହିଁ ଓ ତୁମ୍ଭ ପାଦୁକା ତୁମ୍ଭ ପାଦରେ ନଷ୍ଟ ହୋଇ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ଏହି ପ୍ରାନ୍ତରରେ ଚାଳିଶ ବର୍ଷ କାଳ ତୁମ୍ଭମାନଙ୍କୁ ଗମନ କରାଇଅଛୁ; ତୁମ୍ଭମାନଙ୍କ ବସ୍ତ୍ର ତୁମ୍ଭମାନଙ୍କ ଶରୀରରେ ଅଭାବ ହୋଇ ନାହିଁ ଓ ତୁମ୍ଭ ପାଦୁକା ତୁମ୍ଭ ପାଦରେ ନଷ୍ଟ ହୋଇ ନାହିଁ।