Deuteronomy 29:6 — Compare Translations

5 translations compared side by side

Odia - 1840
"ତୁମ୍ଭେ ଆସିବା ସମୟରେ ସାଥି ରେ ଖାଦ୍ୟ ଆଣି ନଥିଲ, ତୁମ୍ଭେ ତୁମ୍ଭମାନଙ୍କ ସହିତ ପିଇବା ପାଇଁ କୌଣସି ମଦ ଆଣି ନଥିଲ। କିନ୍ତୁ ସଦାପ୍ରଭୁ ତୁମ୍ଭମାନଙ୍କର ଯତ୍ନ ନଇେଥିଲେ। ସେ ଏପରି କରିଥିଲେ, କାରଣ ତୁମ୍ଭମାନେେ ବକ୍ସ୍ଟଝିପାରିବ ସେ ହେଉଛନ୍ତି ସଦାପ୍ରଭୁ ତୁମ୍ଭର ପରମେଶ୍ବର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଅଟୁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥିପାଇଁ ତୁମ୍ଭେମାନେ ରୋଟୀ ଭୋଜନ କରି ନାହଁ, କିଅବା ଦ୍ରାକ୍ଷାରସ କି ମଦ୍ୟ ପାନ କରି ନାହଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଆସିବା ସମୟରେ ସାଥୀରେ ଖାଦ୍ୟ ଆଣି ନ ଥିଲ, ତୁମ୍ଭେ ତୁମ୍ଭମାନଙ୍କ ସହିତ ପିଇବା ପାଇଁ କୌଣସି ମଦ ଆଣି ନ ଥିଲ। କିନ୍ତୁ ସଦାପ୍ରଭୁ ତୁମ୍ଭମାନଙ୍କର ଯତ୍ନ ନେଇଥିଲେ। ସେ ଏପରି କରିଥିଲେ, କାରଣ ତୁମ୍ଭେମାନେ ବୁଝିପାରିବ ସେ ହେଉଛନ୍ତି ସଦାପ୍ରଭୁ ତୁମ୍ଭର ପରମେଶ୍ୱର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଟୁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥିପାଇଁ ତୁମ୍ଭେମାନେ ରୁଟି ଭୋଜନ କରି ନାହଁ, କିଅବା ଦ୍ରାକ୍ଷାରସ କି ମଦ୍ୟ ପାନ କରି ନାହଁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଟୁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥିପାଇଁ ତୁମ୍ଭେମାନେ ରୁଟି ଭୋଜନ କରି ନାହଁ, କିଅବା ଦ୍ରାକ୍ଷାରସ କି ମଦ୍ୟ ପାନ କରି ନାହଁ।