Deuteronomy 29:7 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଏହି ସ୍ଥାନକକ୍ସ୍ଟ ଆସିଲାପରେ ହିଷ୍ବୋନର ରାଜା ସୀହାନ୍େ ଓ ବାଶନର ରାଜା ଓଗ୍ ଆମ୍ଭ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିବା ପାଇଁ ଆସିଥିଲେ, କିନ୍ତୁ ଆମ୍ଭମାନେେ ସମାନଙ୍କେୁ ପରାସ୍ତ କଲକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯେତେବେଳେ ତୁମ୍ଭେମାନେ ଏହି ସ୍ଥାନରେ ଉପସ୍ଥିତ ହେଲ, ସେତେବେଳେ ହିଷ୍ବୋନର ରାଜା ସୀହୋନ୍ ଓ ବାଶନ୍ର ରାଜା ଓଗ୍ ଆମ୍ଭମାନଙ୍କ ସହିତ ଯୁଦ୍ଧ କରିବାକୁ ବାହାର ହେଲେ, ତହୁଁ ଆମ୍ଭେମାନେ ସେମାନଙ୍କୁ ସଂହାର କଲୁ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ଏହି ସ୍ଥାନକୁ ଆସିଲାପରେ ହି‌ଷ୍‌ବୋନର ରାଜା ସୀହୋନ୍ ଓ ବାଶନର ରାଜା ଓଗ୍ ଆମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଆସିଥିଲେ, କିନ୍ତୁ ଆମ୍ଭେମାନେ ସେମାନଙ୍କୁ ପରାସ୍ତ କଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯେତେବେଳେ ତୁମ୍ଭେମାନେ ଏହି ସ୍ଥାନରେ ଉପସ୍ଥିତ ହେଲ, ସେତେବେଳେ ହିଷ୍‍ବୋନର ରାଜା ସୀହୋନ ଓ ବାଶନର ରାଜା ଓଗ୍‍ ଆମ୍ଭମାନଙ୍କ ସହିତ ଯୁଦ୍ଧ କରିବାକୁ ବାହାର ହେଲେ, ତହୁଁ ଆମ୍ଭେମାନେ ସେମାନଙ୍କୁ ସଂହାର କଲୁ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯେତେବେଳେ ତୁମ୍ଭେମାନେ ଏହି ସ୍ଥାନରେ ଉପସ୍ଥିତ ହେଲ, ସେତେବେଳେ ହିଷ୍‍ବୋନର ରାଜା ସୀହୋନ ଓ ବାଶନର ରାଜା ଓଗ୍‍ ଆମ୍ଭମାନଙ୍କ ସହିତ ଯୁଦ୍ଧ କରିବାକୁ ବାହାର ହେଲେ, ତହୁଁ ଆମ୍ଭେମାନେ ସେମାନଙ୍କୁ ସଂହାର କଲୁ।