Deuteronomy 29:8 — Compare Translations
5 translations compared side by side
Odia - 1840
"କିନ୍ତୁ ଆମ୍ଭେ ସହେି ଦେଶ ତାଙ୍କଠାରକ୍ସ୍ଟ ଛଡାଇ ଆଣି ରୂବନେ ବଂଶ ଓ ଗାଦ୍ ବଂଶ ଏବଂ ମନଃଶିର ଅର୍ଦ୍ଧ ବଂଶଧରଙ୍କକ୍ସ୍ଟ ଦଲେକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆମ୍ଭେମାନେ ସେମାନଙ୍କ ଦେଶ ନେଇ ଅଧିକାର କରିବା ନିମନ୍ତେ ରୁବେନୀୟ ଓ ଗାଦୀୟ ଲୋକମାନଙ୍କୁ ଓ ମନଃଶିର ଅର୍ଦ୍ଧ-ବଂଶକୁ ଦେଲୁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଆମ୍ଭେ ସେହି ଦେଶ ତାଙ୍କଠାରୁ ଛଡ଼ାଇ ଆଣି ରୁବେନ୍ ବଂଶ ଓ ଗାଦ୍ ବଂଶ ଏବଂ ମନଃଶିର ଅର୍ଦ୍ଧ ବଂଶଧରଙ୍କୁ ଦେଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେମାନେ ସେମାନଙ୍କ ଦେଶ ନେଇ ଅଧିକାର କରିବା ନିମନ୍ତେ ରୁବେନୀୟ ଓ ଗାଦୀୟ ଲୋକମାନଙ୍କୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଦେଲୁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେମାନେ ସେମାନଙ୍କ ଦେଶ ନେଇ ଅଧିକାର କରିବା ନିମନ୍ତେ ରୁବେନୀୟ ଓ ଗାଦୀୟ ଲୋକମାନଙ୍କୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଦେଲୁ।