Deuteronomy 29:9 — Compare Translations

5 translations compared side by side

Odia - 1840
"ସେଥିପାଇଁ ତୁମ୍ଭମାନେେ ସମସ୍ତ ନିର୍ଦ୍ଧେଶ ଚକ୍ସ୍ଟକ୍ତି ଅନକ୍ସ୍ଟସା ରେ ମାନିବା ଉଚିତ୍, ତବେେ ତୁମ୍ଭମାନେେ ଯେଉଁସବୁ କର୍ମ କରିବ ସେଥି ରେ ତୁମ୍ଭମାନେେ ସମସ୍ତ କକ୍ସ୍ଟଶଳତା ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ତୁମ୍ଭେମାନେ ଏହି ନିୟମର ସକଳ ବାକ୍ୟ ମାନି ପାଳନ କର, ତହିଁରେ ତୁମ୍ଭେମାନେ ଯାହା ଯାହା କରିବ, ସେସବୁରେ କୁଶଳତା ପ୍ରାପ୍ତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସେଥିପାଇଁ ତୁମ୍ଭେମାନେ ସମସ୍ତ ନିର୍ଦ୍ଦେଶ ଚୁକ୍ତି ଅନୁସାରେ ମାନିବା ଉଚିତ୍, ତେବେ ତୁମ୍ଭେମାନେ ଯେଉଁସବୁ କର୍ମ କରିବ ସେଥିରେ ତୁମ୍ଭେମାନେ ସମସ୍ତ କୁଶଳତା ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ତୁମ୍ଭେମାନେ ଏହି ନିୟମର ସକଳ ବାକ୍ୟ ମାନି ପାଳନ କର, ତହିଁରେ ତୁମ୍ଭେମାନେ ଯାହା ଯାହା କରିବ, ସେହି ସବୁରେ କୁଶଳତା ପ୍ରାପ୍ତ ହେବ।
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ତୁମ୍ଭେମାନେ ଏହି ନିୟମର ସକଳ ବାକ୍ୟ ମାନି ପାଳନ କର, ତହିଁରେ ତୁମ୍ଭେମାନେ ଯାହା ଯାହା କରିବ, ସେହି ସବୁରେ କୁଶଳତା ପ୍ରାପ୍ତ ହେବ।