Deuteronomy 3:1 — Compare Translations

5 translations compared side by side

Odia - 1840
"ଆମ୍ଭମାନେେ ଫରେି ବାଶନକକ୍ସ୍ଟ ଗଲକ୍ସ୍ଟ। ବାଶନର ରାଜା ଓଗ୍ ଏବଂ ତାହାର ସମସ୍ତ ପ୍ରଜା ଆମ୍ଭ ସହିତ ୟକ୍ସ୍ଟଦ୍ଧ କରିବାକୁ ଇଦ୍ରିଯୀକି ବାହାରି ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଆମ୍ଭେମାନେ ଫେରି ବାଶନର ପଥ ଦେଇ ଗମନ କଲୁ; ତହିଁରେ ବାଶନର ରାଜା ଓଗ୍, ସେ ଓ ତାହାର ସମସ୍ତ ପ୍ରଜା ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରି ଇଦ୍ରିୟୀକି ଆସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ବାଶନ ଲୋକମାନଙ୍କ ସହିତ ଯୁଦ୍ଧ “ଆମ୍ଭେମାନେ ଫେରି ବାଶନକୁ ଗଲୁ। ବାଶନର ରାଜା ଓଗ୍ ଏବଂ ତାହାର ସମସ୍ତ ପ୍ରଜା ଆମ୍ଭ ସହିତ ଯୁଦ୍ଧ କରିବାକୁ ଇଦ୍ରିୟୀକି ବାହାରି ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଆମ୍ଭେମାନେ ଫେରି ବାଶନର ପଥ ଦେଇ ଗମନ କଲୁ; ତହିଁରେ ବାଶନର ରାଜା ଓଗ୍‍ ଅାସି ଅାକ୍ରମଣ କଲେ, ପୁଣି ସେ ଓ ତାହାର ସମସ୍ତ ପ୍ରଜା ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରି ଇଦ୍ରିୟୀକୁ ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଆମ୍ଭେମାନେ ଫେରି ବାଶନର ପଥ ଦେଇ ଗମନ କଲୁ; ତହିଁରେ ବାଶନର ରାଜା ଓଗ୍‍ ଅାସି ଅାକ୍ରମଣ କଲେ, ପୁଣି ସେ ଓ ତାହାର ସମସ୍ତ ପ୍ରଜା ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରି ଇଦ୍ରିୟୀକୁ ଆସିଲେ।