Deuteronomy 3:10 — Compare Translations

5 translations compared side by side

Odia - 1840
"ଆମ୍ଭମାନେେ ସମତଳ ଭୂମିର ସମସ୍ତ ସହର, ସଲଖା ଓ ଇନ୍ଦ୍ରିଯୀ ପର୍ୟ୍ଯନ୍ତ ସମସ୍ତ ଗିଲିଯଦ ଓ ସମସ୍ତ ବାଶନ୍ ଅର୍ଥାତ୍ ବାଶନସ୍ଥିତ ଓଗ୍ ରାଜ୍ଯର ସମସ୍ତ ନଗର ହସ୍ତଗତ କଲକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ସମଭୂମିର ସମସ୍ତ ନଗର ଓ ସଲଖା ଓ ଇଦ୍ରିୟୀ ପର୍ଯ୍ୟନ୍ତ ସମସ୍ତ ଗିଲୀୟଦ୍ ଓ ସମସ୍ତ ବାଶନ, ଅର୍ଥାତ୍, ବାଶନସ୍ଥିତ ଓଗ୍ ରାଜ୍ୟର ସମସ୍ତ ନଗର ହସ୍ତଗତ କଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ସମତଳ ଭୂମିର ସମସ୍ତ ସହର, ସଲଖା ଓ ଇନ୍ଦ୍ରିୟୀ ପର୍ଯ୍ୟନ୍ତ ସମସ୍ତ ଗିଲିୟଦ ଓ ସମସ୍ତ ବାଶନ୍ ଅର୍ଥାତ୍ ବାଶନସ୍ଥିତ ଓଗ୍ ରାଜ୍ୟର ସମସ୍ତ ନଗର ହସ୍ତଗତ କଲୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ସମଭୂମିର ସମସ୍ତ ନଗର ଓ ସଲଖା ଓ ଇଦ୍ରିୟୀ ପର୍ଯ୍ୟନ୍ତ ସମସ୍ତ ଗିଲୀୟଦ ଓ ସମସ୍ତ ବାଶନ, ଅର୍ଥାତ୍‍, ବାଶନସ୍ଥିତ ଓଗ୍‍ ରାଜ୍ୟର ସମସ୍ତ ନଗର ହସ୍ତଗତ କଲୁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ସମଭୂମିର ସମସ୍ତ ନଗର ଓ ସଲଖା ଓ ଇଦ୍ରିୟୀ ପର୍ଯ୍ୟନ୍ତ ସମସ୍ତ ଗିଲୀୟଦ ଓ ସମସ୍ତ ବାଶନ, ଅର୍ଥାତ୍‍, ବାଶନସ୍ଥିତ ଓଗ୍‍ ରାଜ୍ୟର ସମସ୍ତ ନଗର ହସ୍ତଗତ କଲୁ।