Deuteronomy 3:11 — Compare Translations
5 translations compared side by side
Odia - 1840
"ଅବଶିଷ୍ଟ ରଫାଯୀଯମାନଙ୍କ ମଧ୍ଯରକ୍ସ୍ଟ କବଳେ ବାଶନରାଜା ଓଗ୍ ଅବଶିଷ୍ଟ ରହିଲା। ଓଗ୍ର ଖଟଟି ଲକ୍ସ୍ଟହା ରେ ତିଆରି ହାଇେଥିଲା। ଏହାର ଲମ୍ବ ଥିଲା ନଅ ହାତ ଓ ପ୍ରସ୍ଥ ଥିଲା ଚାରିହାତ। ସହେି ଖଟଟି ଏବେ ମଧ୍ଯ ରହବୋ ରେ ଅଛି ଯେଉଁଠା ରେ ଅମ୍ମାନେ ସନ୍ତାନଗଣ ବାସ କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
(ଅବଶିଷ୍ଟ ରଫାୟୀୟମାନଙ୍କ ମଧ୍ୟରୁ କେବଳ ବାଶନ-ରାଜା ଓଗ୍ ଅବଶିଷ୍ଟ ରହିଲା, ଦେଖ, ତାହାର ଖଟ ଲୌହମୟ ଖଟ; ତାହା କି ଅମ୍ମୋନ-ସନ୍ତାନଗଣର ରବ୍ବାରେ ନାହିଁ? ମନୁଷ୍ୟ-ହସ୍ତର ପରିମାଣାନୁସାରେ ତାହା ଦୀର୍ଘରେ ନଅ ହାତ ଓ ପ୍ରସ୍ଥରେ ଚାରି ହାତ) ।
Odia Bible ERV 2004 (ପବିତ୍ର ବାଇବଲ)
ଅବଶିଷ୍ଟ ରଫାୟୀୟମାନଙ୍କ ମଧ୍ୟରୁ କେବଳ ବାଶନରାଜା ଓଗ୍ ଅବଶିଷ୍ଟ ରହିଲା। ଓଗ୍ର ଖଟଟି ଲୁହାରେ ତିଆରି ହୋଇଥିଲା। ଏହାର ଲମ୍ବ ଥିଲା ନଅ ହାତ ଓ ପ୍ରସ୍ଥ ଥିଲା ଗ୍ଭରି ହାତ। ସେହି ଖଟଟି ଏବେ ମଧ୍ୟ ରବ୍ବାରେ ଅଛି ଯେଉଁଠାରେ ଅମ୍ମୋନ ସନ୍ତାନଗଣ ବାସ କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
(ଅବଶିଷ୍ଟ ରଫାୟୀୟମାନଙ୍କ ମଧ୍ୟରୁ କେବଳ ବାଶନ-ରାଜା ଓଗ୍ ଅବଶିଷ୍ଟ ରହିଲା, ଦେଖ, ତାହାର ଖଟ ଲୌହମୟ ଖଟ; ତାହା କି ଅମ୍ମୋନ-ସନ୍ତାନଗଣର ରବ୍ବାରେ ନାହିଁ? ମନୁଷ୍ୟ ହସ୍ତର ପରିମାଣାନୁସାରେ ତାହା ଲମ୍ବାରେ ନଅ ହାତ ଓ ଓସାରରେ ଚାରି ହାତ)।
Odia IRV 2017 (ଓଡିଆ ବାଇବେଲ)
(ଅବଶିଷ୍ଟ ରଫାୟୀୟମାନଙ୍କ ମଧ୍ୟରୁ କେବଳ ବାଶନ-ରାଜା ଓଗ୍ ଅବଶିଷ୍ଟ ରହିଲା, ଦେଖ, ତାହାର ଖଟ ଲୌହମୟ ଖଟ; ତାହା କି ଅମ୍ମୋନ-ସନ୍ତାନଗଣର ରବ୍ବାରେ ନାହିଁ? ମନୁଷ୍ୟ-ହସ୍ତର ପରିମାଣାନୁସାରେ ତାହା ଲମ୍ବାରେ ନଅ ହାତ ଓ ଓସାରରେ ଚାରି ହାତ)।