Deuteronomy 3:12 — Compare Translations

5 translations compared side by side

Odia - 1840
"ତେଣୁ ଆମ୍ଭମାନେେ ଅର୍ନୋନ ଉପତ୍ୟକା ନିକଟସ୍ଥ ଆରୋଯରଠାରକ୍ସ୍ଟ ସହେି ସମସ୍ତ ଦେଶ ନିଜର କରଗତ କଲକ୍ସ୍ଟ, ସେଥିରକ୍ସ୍ଟ ମୁ ଗିଲିଯଦର ପର୍ବତମଯ ଦେଶର ଅର୍ଦ୍ଧକେ ଓ ତାହାର ନଗରଗୁଡିକୁ ରକ୍ସ୍ଟବନେ ବଂଶକକ୍ସ୍ଟ ଓ ଗାଦ୍ ବଂଶକକ୍ସ୍ଟ ଦଲେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ସମୟରେ ଆମ୍ଭେମାନେ ଅର୍ଣ୍ଣୋନ୍-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ସେହି ସମସ୍ତ ଦେଶ ଅଧିକାର କଲୁ; ତହିଁରେ ମୁଁ ଗିଲୀୟଦର ପର୍ବତମୟ ଦେଶର ଅର୍ଦ୍ଧେକ ଓ ତହିଁର ନଗରସବୁ ରୁବେନ ବଂଶକୁ ଓ ଗାଦ ବଂଶକୁ ଦେଲି ।
Odia Bible ERV 2004 (ପବିତ୍ର ବାଇବଲ)
ଯର୍ଦ୍ଦନ ନଦୀର ପୂର୍ବପଟସ୍ଥ ଭୂମି “ତେଣୁ ଆମ୍ଭେମାନେ ଅର୍ଣ୍ଣୋନ ଉପତ୍ୟକା ନିକଟସ୍ଥ ଆରୋୟରଠାରୁ ସେହି ସମସ୍ତ ଦେଶ ନିଜର କରଗତ କଲୁ, ସେଥିରୁ ମୁଁ ଗିଲିୟଦର ପର୍ବତମୟ ଦେଶର ଅର୍ଦ୍ଧେକ ଓ ତାହାର ନଗରଗୁଡ଼ିକୁ ରୁବେନ୍ ବଂଶକୁ ଓ ଗାଦ୍ ବଂଶକୁ ଦେଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ସମୟରେ ଆମ୍ଭେମାନେ ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ସେହି ସମସ୍ତ ଦେଶ ଅଧିକାର କଲୁ; ତହିଁରେ ମୁଁ ଗିଲୀୟଦର ପର୍ବତମୟ ଦେଶର ଅର୍ଦ୍ଧେକ ଓ ତହିଁର ନଗରସବୁ ରୁବେନୀୟମାନଙ୍କୁ ଓ ଗାଦୀୟମାନଙ୍କୁ ଦେଲି।
Odia IRV 2017 (ଓଡିଆ ବାଇବେଲ)
ଏହି ସମୟରେ ଆମ୍ଭେମାନେ ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ସେହି ସମସ୍ତ ଦେଶ ଅଧିକାର କଲୁ; ତହିଁରେ ମୁଁ ଗିଲୀୟଦର ପର୍ବତମୟ ଦେଶର ଅର୍ଦ୍ଧେକ ଓ ତହିଁର ନଗରସବୁ ରୁବେନୀୟମାନଙ୍କୁ ଓ ଗାଦୀୟମାନଙ୍କୁ ଦେଲି।