Deuteronomy 3:13 — Compare Translations

5 translations compared side by side

Odia - 1840
"ମୁ ଗିଲିଯଦର ଅବଶିଷ୍ଟ ଅଂଶ ଓ ସମସ୍ତ ବାଶନ ରାଜ୍ଯ ଅର୍ଥାତ ଓଗର ରାଜ୍ଯ, ସମକ୍ସ୍ଟଦାଯ ବାଶନ ସହିତ ଅର୍ଗୋବର ତାବତ୍ ଅଞ୍ଚଳ ମନଃଶିର ଅର୍ଦ୍ଧ ପରିବାରବର୍ଗ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମୁଁ ଗିଲୀୟଦର ଅବଶିଷ୍ଟ ଅଂଶ ଓ ସମସ୍ତ ବାଶନ, ଅର୍ଥାତ୍, ଓଗ୍ର ରାଜ୍ୟ, ବିଶେଷରେ ସମୁଦାୟ ବାଶନ ସହିତ ଅର୍ଗୋବର ସମସ୍ତ ଅଞ୍ଚଳ ମନଃଶିର ଅର୍ଦ୍ଧବଂଶକୁ ଦେଲି; (ତାହା ରଫାୟୀୟ ଦେଶ ବୋଲି ବିଖ୍ୟାତ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଗିଲିୟଦର ଅବଶିଷ୍ଟ ଅଂଶ ଓ ସମସ୍ତ ବାଶନ ରାଜ୍ୟ ଅର୍ଥାତ ଓ‌ଗ୍‌ର ରାଜ୍ୟ, ସମୁଦାୟ ବାଶନ ସହିତ ଅର୍ଗୋବର ତାବତ୍ ଅଞ୍ଚଳ ମନଃଶିର ଅର୍ଦ୍ଧ ପରିବାରବର୍ଗ।” ଯାହାକି ରଫାୟୀୟ ଦେଶ ଭାବେ ଜଣା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ମୁଁ ଗିଲୀୟଦର ଅବଶିଷ୍ଟ ଅଂଶ ଓ ସମସ୍ତ ବାଶନ, ଅର୍ଥାତ୍‍, ଓଗ୍‍ର ରାଜ୍ୟ, ବିଶେଷରେ ସମୁଦାୟ ବାଶନ ସହିତ ଅର୍ଗୋବର ସମସ୍ତ ଅଞ୍ଚଳ ମନଃଶିର ଅର୍ଦ୍ଧ ବଂଶକୁ ଦେଲି (ତାହା ରଫାୟୀୟ ଦେଶ ବୋଲି ବିଖ୍ୟାତ।
Odia IRV 2017 (ଓଡିଆ ବାଇବେଲ)
ପୁଣି ମୁଁ ଗିଲୀୟଦର ଅବଶିଷ୍ଟ ଅଂଶ ଓ ସମସ୍ତ ବାଶନ, ଅର୍ଥାତ୍‍, ଓଗ୍‍ର ରାଜ୍ୟ, ବିଶେଷରେ ସମୁଦାୟ ବାଶନ ସହିତ ଅର୍ଗୋବର ସମସ୍ତ ଅଞ୍ଚଳ ମନଃଶିର ଅର୍ଦ୍ଧ ବଂଶକୁ ଦେଲି (ତାହା ରଫାୟୀୟ ଦେଶ ବୋଲି ବିଖ୍ୟାତ।