Deuteronomy 3:14 — Compare Translations
5 translations compared side by side
Odia - 1840
"ମନଃଶିର ପକ୍ସ୍ଟତ୍ର ୟାଯୀର ଗଶ୍ବରୀଯ ଓ ମାଖାଥୀଯ ସୀମା ପର୍ୟ୍ଯନ୍ତ ଅର୍ ଗୋବର(ବାଶନର) ସମସ୍ତ ଅଞ୍ଚଳ ଅଧିକାର କଲେ। ସହେି ଅଞ୍ଚଳକକ୍ସ୍ଟ ତାଙ୍କ ପରେ ନାମ କରଣ କରାଗଲା, ତେଣୁ ଆଜି ପର୍ୟ୍ଯନ୍ତ ବାଶନକକ୍ସ୍ଟ ହବୋତ୍-ୟାଯୀର ବୋଲି ଡକାୟାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନଃଶିର ପୁତ୍ର ଯାୟୀର, ଗଶୂରୀୟ ଓ ମାଖାଥୀୟ ସୀମା ପର୍ଯ୍ୟନ୍ତ ଅର୍ଗୋବର ସମସ୍ତ ଅଞ୍ଚଳ ହସ୍ତଗତ କରି ଆପଣା ନାମାନୁସାରେ ଆଜି ପର୍ଯ୍ୟନ୍ତ ବାଶନ ଦେଶର ସେହି ସମସ୍ତ ସ୍ଥାନର ନାମ ହବୋତ୍-ଯାୟୀର ରଖିଲା) ।
Odia Bible ERV 2004 (ପବିତ୍ର ବାଇବଲ)
ମନଃଶିର ପୁତ୍ର ଯାୟୀର ଗଶ୍ୱରୀୟ ଓ ମାଖାଥୀୟ ସୀମା ପର୍ଯ୍ୟନ୍ତ ଅର୍ଗୋବର (ବାଶନର) ସମସ୍ତ ଅଞ୍ଚଳ ଅଧିକାର କଲେ। ସେହି ଅଞ୍ଚଳକୁ ତାଙ୍କ ପରେ ନାମ କରଣ କରାଗଲା, ତେଣୁ ଆଜି ପର୍ଯ୍ୟନ୍ତ ବାଶନକୁ ହବୋତ୍-ଯାୟୀର ବୋଲି ଡକାଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନଃଶିର ପୁତ୍ର ଯାୟୀର, ଗଶୂରୀୟ ଓ ମାଖାଥୀୟ ସୀମା ପର୍ଯ୍ୟନ୍ତ ଅର୍ଗୋବର ସମସ୍ତ ଅଞ୍ଚଳ ହସ୍ତଗତ କରି ଆପଣା ନାମାନୁସାରେ ଆଜି ପର୍ଯ୍ୟନ୍ତ ବାଶନ ଦେଶର ସେହି ସମସ୍ତ ସ୍ଥାନର ନାମ ହବୋତ୍-ଯାୟୀର ରଖିଲା)।
Odia IRV 2017 (ଓଡିଆ ବାଇବେଲ)
ମନଃଶିର ପୁତ୍ର ଯାୟୀର, ଗଶୂରୀୟ ଓ ମାଖାଥୀୟ ସୀମା ପର୍ଯ୍ୟନ୍ତ ଅର୍ଗୋବର ସମସ୍ତ ଅଞ୍ଚଳ ହସ୍ତଗତ କରି ଆପଣା ନାମାନୁସାରେ ଆଜି ପର୍ଯ୍ୟନ୍ତ ବାଶନ ଦେଶର ସେହି ସମସ୍ତ ସ୍ଥାନର ନାମ ହବୋତ୍-ଯାୟୀର ରଖିଲା)।