Deuteronomy 3:16 — Compare Translations
5 translations compared side by side
Odia - 1840
"ଏବଂ ଗିଲିଯଦ ଠାରକ୍ସ୍ଟ ଅର୍ନୋନ୍-ଉପତ୍ୟକା ପର୍ୟ୍ଯନ୍ତ ସମସ୍ତ ଭୂମି ଏବଂ ଉପତ୍ୟକାର ମଧ୍ଯସ୍ଥାନ ଓ ତାହାର ସୀମା ସମସ୍ତ ଏବଂ ସଠାେରକ୍ସ୍ଟ ଅେମ୍ମାନୀୟମାନଙ୍କର ସୀମା ଯଦ୍ଦୋକ୍ ନଦୀ ପର୍ୟ୍ଯନ୍ତ ମୁ ରକ୍ସ୍ଟବନେ ଓ ଗାଦ ଗୋଷ୍ଠୀକକ୍ସ୍ଟ ଦଲେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଗିଲୀୟଦଠାରୁ ଅର୍ଣ୍ଣୋନ୍-ଉପତ୍ୟକା, ଅର୍ଥାତ୍, ଉପତ୍ୟକାର ମଧ୍ୟସ୍ଥାନ ଓ ତହିଁର ସୀମା ସମେତ, ପୁଣି ସେହିଠାରୁ ଅମ୍ମୋନ-ସନ୍ତାନଗଣର ସୀମା ଯବ୍ବୋକ ନଦୀ ପର୍ଯ୍ୟନ୍ତ;
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ଗିଲିୟଦଠାରୁ ଅର୍ଣ୍ଣୋନ୍-ଉପତ୍ୟକା ପର୍ଯ୍ୟନ୍ତ ସମସ୍ତ ଭୂମି ଏବଂ ଉପତ୍ୟକାର ମଧ୍ୟସ୍ଥାନ ଓ ତାହାର ସୀମା ସମସ୍ତ ଏବଂ ସେଠାରୁ ଅମ୍ମୋନୀୟମାନଙ୍କର ସୀମା ଯବ୍ବୋକ୍ ନଦୀ ପର୍ଯ୍ୟନ୍ତ ମୁଁ ରୁବେନ୍ ଓ ଗାଦ୍ ଗୋଷ୍ଠୀକୁ ଦେଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଗିଲୀୟଦଠାରୁ ଅର୍ଣ୍ଣୋନ-ଉପତ୍ୟକା, ଅର୍ଥାତ୍, ଉପତ୍ୟକାର ମଧ୍ୟସ୍ଥାନ ଓ ତହିଁର ସୀମା ସମେତ, ପୁଣି ସେହିଠାରୁ ଅମ୍ମୋନ-ସନ୍ତାନଗଣର ସୀମା ଯବ୍ବୋକ୍ ନଦୀ ପର୍ଯ୍ୟନ୍ତ;
Odia IRV 2017 (ଓଡିଆ ବାଇବେଲ)
ଆଉ ଗିଲୀୟଦଠାରୁ ଅର୍ଣ୍ଣୋନ-ଉପତ୍ୟକା, ଅର୍ଥାତ୍, ଉପତ୍ୟକାର ମଧ୍ୟସ୍ଥାନ ଓ ତହିଁର ସୀମା ସମେତ, ପୁଣି ସେହିଠାରୁ ଅମ୍ମୋନ-ସନ୍ତାନଗଣର ସୀମା ଯବ୍ବୋକ୍ ନଦୀ ପର୍ଯ୍ୟନ୍ତ;