Deuteronomy 3:17 — Compare Translations
5 translations compared side by side
Odia - 1840
"ତାହାର ପଶ୍ଚମ ସୀମା ପର୍ୟ୍ଯନ୍ତ ୟର୍ଦ୍ଦନ ନଦୀ ମରକ୍ସ୍ଟଭୂମି ଥିଲା। ଉତ୍ତର ରେ କିନ୍ନରତେ ସମକ୍ସ୍ଟଦ୍ରଠାରକ୍ସ୍ଟ ଲବଣ ସମକ୍ସ୍ଟଦ୍ର ପର୍ୟ୍ଯନ୍ତ ଦକ୍ଷିଣ ରେ ପିସ୍ଗାର ଗଡାଣିଠାରକ୍ସ୍ଟ ପୂର୍ବ ପର୍ୟ୍ଯନ୍ତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ କିନ୍ନେରତଠାରୁ ପାଦଭୂମିସ୍ଥ ସମୁଦ୍ର, ଅର୍ଥାତ୍, ପିସ୍ଗାର ଅଧଃସ୍ଥିତ ଲବଣ ସମୁଦ୍ର ପର୍ଯ୍ୟନ୍ତ ପୂର୍ବଦିଗବର୍ତ୍ତୀ ପଦାଭୂମି ଓ ଯର୍ଦ୍ଦନ ଓ ତହିଁର ଅଞ୍ଚଳ ରୁବେନ ବଂଶକୁ ଓ ଗାଦ ବଂଶକୁ ଦେଲି ।
Odia Bible ERV 2004 (ପବିତ୍ର ବାଇବଲ)
ତାହାର ପଶ୍ଚିମ ସୀମା ପର୍ଯ୍ୟନ୍ତ ଯର୍ଦ୍ଦନ ନଦୀ ମରୁଭୂମି ଥିଲା। ଉତ୍ତରରେ କିନ୍ନେରତ ସମୁଦ୍ରଠାରୁ ଲବଣ ସମୁଦ୍ର ପର୍ଯ୍ୟନ୍ତ ଦକ୍ଷିଣରେ ପିସ୍ଗାର ଗଡ଼ାଣିଠାରୁ ପୂର୍ବ ପର୍ଯ୍ୟନ୍ତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ କିନ୍ନେରତ୍ଠାରୁ ପାଦଭୂମିସ୍ଥ ସମୁଦ୍ର, ଅର୍ଥାତ୍, ପିସ୍ଗାର ଅଧଃସ୍ଥିତ ଲବଣ ସମୁଦ୍ର ପର୍ଯ୍ୟନ୍ତ ପୂର୍ବ ଦିଗବର୍ତ୍ତୀ ପଦାଭୂମି ଓ ଯର୍ଦ୍ଦନ ଓ ତହିଁର ଅଞ୍ଚଳ ରୁବେନୀୟ ଓ ଗାଦୀୟ ଲୋକମାନଙ୍କୁ ଦେଲି।
Odia IRV 2017 (ଓଡିଆ ବାଇବେଲ)
ଆଉ କିନ୍ନେରତ୍ଠାରୁ ପାଦଭୂମିସ୍ଥ ସମୁଦ୍ର, ଅର୍ଥାତ୍, ପିସ୍ଗାର ଅଧଃସ୍ଥିତ ଲବଣ ସମୁଦ୍ର ପର୍ଯ୍ୟନ୍ତ ପୂର୍ବ ଦିଗବର୍ତ୍ତୀ ପଦାଭୂମି ଓ ଯର୍ଦ୍ଦନ ଓ ତହିଁର ଅଞ୍ଚଳ ରୁବେନୀୟ ଓ ଗାଦୀୟ ଲୋକମାନଙ୍କୁ ଦେଲି।