Deuteronomy 3:18 — Compare Translations

5 translations compared side by side

Odia - 1840
" ସହେି ସମୟରେ ମୁ ସହେି ଗୋଷ୍ଠୀଯମାନଙ୍କୁ ନିର୍ଦ୍ଦେଶ ଦଇେ କହିଲି: 'ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ବାସ କରିବାକୁ ଏହି ୟର୍ଦ୍ଦନ କୂଳସ୍ଥ ଦେଶ ଦଇେଛନ୍ତି। କିନ୍ତୁ ବର୍ତ୍ତମାନ ତୁମ୍ଭମାନଙ୍କେ ମଧ୍ଯରକ୍ସ୍ଟ ବୀର ଗୋଷ୍ଠୀଯମାନେ ସୂସଜ୍ଜ ହାଇେ ତୁମ୍ଭମାନଙ୍କ ଭାଇମାନଙ୍କର ଇଶ୍ରାୟେଲ-ସନ୍ତାନମାନଙ୍କ ସମ୍ମିଖ ରେ ପାର ହାଇଯେିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୁଁ ସେହି ସମୟରେ ତୁମ୍ଭମାନଙ୍କୁ ଆଜ୍ଞା ଦେଇ କହିଲି, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଅଧିକାରାର୍ଥେ ତୁମ୍ଭମାନଙ୍କୁ ଏହି ଦେଶ ଦେଇ ଅଛନ୍ତି; ତୁମ୍ଭମାନଙ୍କ ମଧ୍ୟରୁ ସମସ୍ତ ବୀରପୁରୁଷ ସସଜ୍ଜ ହୋଇ ତୁମ୍ଭମାନଙ୍କ ଭ୍ରାତୃଗଣ ଇସ୍ରାଏଲ-ସନ୍ତାନମାନଙ୍କ ସମ୍ମୁଖରେ ପାର ହୋଇଯିବେ ।
Odia Bible ERV 2004 (ପବିତ୍ର ବାଇବଲ)
“ସେହି ସମୟରେ ମୁଁ ସେହି ଗୋଷ୍ଠୀୟମାନଙ୍କୁ ନିର୍ଦ୍ଦେଶ ଦେଇ କହିଲି: ‘ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ବାସ କରିବାକୁ ଏହି ଯର୍ଦ୍ଦନ କୂଳସ୍ଥ ଦେଶ ଦେଇଛନ୍ତି। କିନ୍ତୁ ବର୍ତ୍ତମାନ ତୁମ୍ଭମାନଙ୍କ ମଧ୍ୟରୁ ବୀର ଗୋଷ୍ଠୀୟମାନେ ସୂସଜ୍ଜ ହୋଇ ତୁମ୍ଭମାନଙ୍କ ଭାଇମାନଙ୍କର ଇସ୍ରାଏଲ-ସନ୍ତାନମାନଙ୍କ ସମ୍ମୁଖରେ ପାର ହୋଇଯିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୁଁ ସେହି ସମୟରେ ତୁମ୍ଭମାନଙ୍କୁ ଆଜ୍ଞା ଦେଇ କହିଲି, “ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭମାନଙ୍କୁ ଏହି ଦେଶ ଦେଇଅଛନ୍ତି; ତୁମ୍ଭମାନଙ୍କ ମଧ୍ୟରୁ ସମସ୍ତ ବୀରପୁରୁଷ ସସଜ୍ଜ ହୋଇ ତୁମ୍ଭମାନଙ୍କ ଭ୍ରାତୃଗଣ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ପାର ହୋଇଯିବେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୁଁ ସେହି ସମୟରେ ତୁମ୍ଭମାନଙ୍କୁ ଆଜ୍ଞା ଦେଇ କହିଲି, “ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭମାନଙ୍କୁ ଏହି ଦେଶ ଦେଇ ଅଛନ୍ତି; ତୁମ୍ଭମାନଙ୍କ ମଧ୍ୟରୁ ସମସ୍ତ ବୀରପୁରୁଷ ସସଜ୍ଜ ହୋଇ ତୁମ୍ଭମାନଙ୍କ ଭ୍ରାତୃଗଣ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ପାର ହୋଇଯିବେ।