Deuteronomy 3:19 — Compare Translations

5 translations compared side by side

Odia - 1840
"ତୁମ୍ଭମାନଙ୍କର ସ୍ତ୍ରୀ, ତୁମ୍ଭମାନଙ୍କର େଛାଟପିଲା ଏବଂ ତୁମ୍ଭର ପଶକ୍ସ୍ଟମାନେ ଏହିଠା ରେ ବାସ କରିବେ। ମୁ ତୁମ୍ଭମାନଙ୍କୁ ଯେଉଁ ନଗର ଗକ୍ସ୍ଟଡିକ ଦଇେଛି। ମୁ ଜାଣେ ତୁମ୍ଭମାନଙ୍କର ଅନକେ ପଶକ୍ସ୍ଟ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ନଗର ଦେଇଅଛି, ସେହିସବୁ ନଗରରେ ତୁମ୍ଭମାନଙ୍କ ଭାର୍ଯ୍ୟା ଓ ବାଳକଗଣ ଓ ପଶୁମାନେ ବାସ କରିବେ; କାରଣ ମୁଁ ଜାଣେ, ତୁମ୍ଭମାନଙ୍କର ଅନେକ ପଶୁ ଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କର ସ୍ତ୍ରୀ, ତୁମ୍ଭମାନଙ୍କର ଛୋଟ ପିଲା ଏବଂ ତୁମ୍ଭର ପଶୁମାନେ ଏହିଠାରେ ବାସ କରିବେ। ମୁଁ ତୁମ୍ଭମାନଙ୍କୁ ଯେଉଁ ନଗର ଗୁଡ଼ିକ ଦେଇଛି। ମୁଁ ଜାଣେ ତୁମ୍ଭମାନଙ୍କର ଅନେକ ପଶୁ ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ନଗର ଦେଇଅଛି, ସେହି ସବୁ ନଗରରେ ତୁମ୍ଭମାନଙ୍କ ଭାର୍ଯ୍ୟା ଓ ବାଳକଗଣ ଓ ପଶୁମାନେ ବାସ କରିବେ; କାରଣ ମୁଁ ଜାଣେ, ତୁମ୍ଭମାନଙ୍କର ଅନେକ ପଶୁ ଅଛି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ନଗର ଦେଇଅଛି, ସେହିସବୁ ନଗରରେ ତୁମ୍ଭମାନଙ୍କ ଭାର୍ଯ୍ୟା ଓ ବାଳକଗଣ ଓ ପଶୁମାନେ ବାସ କରିବେ; କାରଣ ମୁଁ ଜାଣେ, ତୁମ୍ଭମାନଙ୍କର ଅନେକ ପଶୁ ଅଛି।