Deuteronomy 3:2 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ମାେତେ କହିଲେ, 'ଓଗ୍କକ୍ସ୍ଟ ଭୟ କର ନାହିଁ, ମୁ ନିଷ୍ପତ୍ତି ନଇେଛି ଯେ ତାକକ୍ସ୍ଟ ତୁମ୍ଭମାନଙ୍କ ଆଗ ରେ ସମର୍ପଣ କରିବି। ମୁ ମଧ୍ଯ ତାଙ୍କର ସମସ୍ତ ଲୋକମାନଙ୍କୁ ଓ ଦେଶସବୁ ତୁମ୍ଭକୁ ଦବେି। ଅମ୍ ମାରେୀଯ ରାଜା ସିୟୋନ ୟିଏକି ସଷବୋ ରେ ରାଜତ୍ବ କରୁଥିଲେ, ସହେିପରି ତାହା ପ୍ରତି ମଧ୍ଯ କରିବ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସଦାପ୍ରଭୁ ମୋତେ କହିଲେ, ତାହାକୁ ଭୟ କର ନାହିଁ; କାରଣ ଆମ୍ଭେ ତାହାକୁ ଓ ତାହାର ସମସ୍ତ ପ୍ରଜାଙ୍କୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କରିଅଛୁ; ତୁମ୍ଭେ ଯେପରି ହିଷ୍ବୋନ୍ ନିବାସୀ ଇମୋରୀୟମାନଙ୍କ ରାଜା ସୀହୋନ ପ୍ରତି କରିଅଛ, ସେପରି ତାହା ପ୍ରତି ମଧ୍ୟ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋତେ କହିଲେ, ‘ଓଗ୍କୁ ଭୟ କର ନାହିଁ, ମୁଁ ନିଷ୍ପତ୍ତି ନେଇଛି ଯେ ତାକୁ ତୁମ୍ଭମାନଙ୍କ ଆଗରେ ସମର୍ପଣ କରିବି। ମୁଁ ମଧ୍ୟ ତାଙ୍କର ସମସ୍ତ ଲୋକମାନଙ୍କୁ ଓ ଦେଶସବୁ ତୁମ୍ଭକୁ ଦେବି। ଇମ୍ମୋରୀୟ ରାଜା ସୀହୋନ ଯିଏକି ସଷବୋରେ ରାଜତ୍ୱ କରୁଥିଲେ, ସେହିପରି ତାହା ପ୍ରତି ମଧ୍ୟ କରିବ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ତାହାକୁ ଭୟ କର ନାହିଁ; କାରଣ ଆମ୍ଭେ ତାହାକୁ ଓ ତାହାର ସମସ୍ତ ପ୍ରଜାଙ୍କୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କରିଅଛୁ; ତୁମ୍ଭେ ଯେପରି ହିଷ୍ବୋନ ନିବାସୀ ଇମୋରୀୟମାନଙ୍କ ରାଜା ସୀହୋନ ପ୍ରତି କରିଅଛ, ସେପରି ତାହା ପ୍ରତି ମଧ୍ୟ କରିବ।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ତାହାକୁ ଭୟ କର ନାହିଁ; କାରଣ ଆମ୍ଭେ ତାହାକୁ ଓ ତାହାର ସମସ୍ତ ପ୍ରଜାଙ୍କୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କରିଅଛୁ; ତୁମ୍ଭେ ଯେପରି ହିଷ୍ବୋନ ନିବାସୀ ଇମୋରୀୟମାନଙ୍କ ରାଜା ସୀହୋନ ପ୍ରତି କରିଅଛ, ସେପରି ତାହା ପ୍ରତି ମଧ୍ୟ କରିବ।