Deuteronomy 3:21 — Compare Translations

5 translations compared side by side

Odia - 1840
"ଏହାପରେ ମୁ ଯିହାଶୂେୟଙ୍କକ୍ସ୍ଟ ଆଜ୍ଞା ଦଇେ କହିଲି, 'ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଏହି ଦକ୍ସ୍ଟଇ ରାଜାଙ୍କ ପାଇଁ ଯାହା କରିଛନ୍ତି ତୁମ୍ଭେ ତାହା ଦେଖିଛ। ତୁମ୍ଭେ ଯେଉଁ ରାଜ୍ଯକକ୍ସ୍ଟ ଯାଉଛ ସମାନଙ୍କେ ପାଇଁ ସଦାପ୍ରଭୁ ସହେିପରି କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ମୁଁ ସେହି ସମୟରେ ଯିହୋଶୂୟଙ୍କୁ ଆଜ୍ଞା ଦେଇ କହିଲି, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଏହି ଦୁଇ ରାଜାଙ୍କ ପ୍ରତି ଯାହା କରିଅଛନ୍ତି, ତୁମ୍ଭେ ତାହା ସ୍ଵଚକ୍ଷୁରେ ଦେଖିଅଛ; ତୁମ୍ଭେ ପାର ହୋଇ ଯେଉଁ ଯେଉଁ ରାଜ୍ୟ ବିରୁଦ୍ଧରେ ଯାଉଅଛ, ସେସବୁ ରାଜ୍ୟ ପ୍ରତି ସଦାପ୍ରଭୁ ତଦ୍ରୂପ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
“ଏହା ପରେ ମୁଁ ଯିହୋଶୂୟଙ୍କୁ ଆଜ୍ଞା ଦେଇ କହିଲି, ‘ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଏହି ଦୁଇ ରାଜାଙ୍କ ପାଇଁ ଯାହା କରିଛନ୍ତି ତୁମ୍ଭେ ତାହା ଦେଖିଛ। ତୁମ୍ଭେ ଯେଉଁ ରାଜ୍ୟକୁ ଯାଉଛ ସେମାନଙ୍କ ପାଇଁ ସଦାପ୍ରଭୁ ସେହିପରି କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ମୁଁ ସେହି ସମୟରେ ଯିହୋଶୂୟଙ୍କୁ ଆଜ୍ଞା ଦେଇ କହିଲି, “ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଏହି ଦୁଇ ରାଜାଙ୍କ ପ୍ରତି ଯାହା କରିଅଛନ୍ତି, ତୁମ୍ଭେ ତାହା ସ୍ୱଚକ୍ଷୁରେ ଦେଖିଅଛ; ତୁମ୍ଭେ ପାର ହୋଇ ଯେଉଁ ଯେଉଁ ରାଜ୍ୟ ବିରୁଦ୍ଧରେ ଯାଉଅଛ, ସେସବୁ ରାଜ୍ୟ ପ୍ରତି ସଦାପ୍ରଭୁ ତଦ୍ରୂପ କରିବେ।
Odia IRV 2017 (ଓଡିଆ ବାଇବେଲ)