Deuteronomy 3:22 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ସମାନଙ୍କେୁ ଭୟ କରନାହିଁ। କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କ ସପକ୍ଷ ରେ ୟକ୍ସ୍ଟଦ୍ଧ କରିବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ସେମାନଙ୍କୁ ଭୟ କର ନାହିଁ; କାରଣ ଯେ ତୁମ୍ଭମାନଙ୍କ ସପକ୍ଷରେ ଯୁଦ୍ଧ କରନ୍ତି, ସେହି ସଦାପ୍ରଭୁ ତ ତୁମ୍ଭମାନଙ୍କ ପରମେଶ୍ଵର ଅଟନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ସେମାନଙ୍କୁ ଭୟ କର ନାହିଁ। କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କ ସପକ୍ଷରେ ଯୁଦ୍ଧ କରିବେ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ସେମାନଙ୍କୁ ଭୟ କରିବ ନାହିଁ; କାରଣ ଯେ ତୁମ୍ଭମାନଙ୍କ ସପକ୍ଷରେ ଯୁଦ୍ଧ କରନ୍ତି, ସେହି ସଦାପ୍ରଭୁ ତ ତୁମ୍ଭମାନଙ୍କ ପରମେଶ୍ୱର ଅଟନ୍ତି।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ସେମାନଙ୍କୁ ଭୟ କରିବ ନାହିଁ; କାରଣ ଯେ ତୁମ୍ଭମାନଙ୍କ ସପକ୍ଷରେ ଯୁଦ୍ଧ କରନ୍ତି, ସେହି ସଦାପ୍ରଭୁ ତ ତୁମ୍ଭମାନଙ୍କ ପରମେଶ୍ୱର ଅଟନ୍ତି।”