Deuteronomy 3:24 — Compare Translations
5 translations compared side by side
Odia - 1840
"' ହେ ସଦାପ୍ରଭୁ, ତୁମ୍ଭେ ଆପଣା ଦାସ ନକଟ ରେ ଆପଣା ମହିମା ଓ ବଳବାନ ହସ୍ତ ପ୍ରକାଶ କରିବାକୁ ଆରମ୍ଭ କରିଅଛ। ତୁମ୍ଭର କ୍ରିଯା ତିଲ୍ଯ ଓ ତୁମ୍ଭର ପରାକ୍ରାନ୍ତ କର୍ମତିଲ୍ଯ ଯେ କରିପା ରେ, ସ୍ବର୍ଗ ରେ କି ମର୍ତ୍ତ ରେ ଏମନ୍ତ ପରମେଶ୍ବର ଆଉ କିଏ ଅଛି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଆପଣା ଦାସ ନିକଟରେ ଆପଣା ମହିମା ଓ ବଳବାନ ହସ୍ତ ପ୍ରକାଶ କରିବାକୁ ଆରମ୍ଭ କରିଅଛ; ତୁମ୍ଭର କ୍ରିୟା ତୁଲ୍ୟ ଓ ତୁମ୍ଭର ପରାକ୍ରା; କର୍ମ ତୁଲ୍ୟ ଯେ କରିପାରେ, ସ୍ଵର୍ଗରେ କି ମର୍ତ୍ତ୍ୟରେ ଏପରି ଆଉ କିଏ ଅଛି?
Odia Bible ERV 2004 (ପବିତ୍ର ବାଇବଲ)
‘ହେ ସଦାପ୍ରଭୁ, ତୁମ୍ଭେ ଆପଣା ଦାସ ନିକଟରେ ଆପଣା ମହିମା ଓ ବଳବାନ ହସ୍ତ ପ୍ରକାଶ କରିବାକୁ ଆରମ୍ଭ କରିଅଛ। ତୁମ୍ଭର କ୍ରିୟା ତୁଲ୍ୟ ଓ ତୁମ୍ଭର ପରାକ୍ରାନ୍ତ କର୍ମତୁଲ୍ୟ ଯେ କରିପାରେ, ସ୍ୱର୍ଗରେ କି ମର୍ତ୍ତ୍ୟରେ ଏମନ୍ତ ପରମେଶ୍ୱର ଆଉ କିଏ ଅଛି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଆପଣା ଦାସ ନିକଟରେ ଆପଣା ମହିମା ଓ ବଳବାନ ହସ୍ତ ପ୍ରକାଶ କରିବାକୁ ଆରମ୍ଭ କରିଅଛ; ତୁମ୍ଭର କ୍ରିୟା ତୁଲ୍ୟ ଓ ତୁମ୍ଭର ପରାକ୍ରାନ୍ତ କର୍ମ ତୁଲ୍ୟ ଯେ କରିପାରେ, ସ୍ୱର୍ଗରେ କି ମର୍ତ୍ତ୍ୟରେ ଏପରି ଆଉ କିଏ ଅଛି?
Odia IRV 2017 (ଓଡିଆ ବାଇବେଲ)
“ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ଦାସ ନିକଟରେ ଆପଣା ମହିମା ଓ ବଳବାନ ହସ୍ତ ପ୍ରକାଶ କରିବାକୁ ଆରମ୍ଭ କରିଅଛ; ତୁମ୍ଭର କ୍ରିୟା ତୁଲ୍ୟ ଓ ତୁମ୍ଭର ପରାକ୍ରାନ୍ତ କର୍ମ ତୁଲ୍ୟ ଯେ କରିପାରେ, ସ୍ୱର୍ଗରେ କି ମର୍ତ୍ତ୍ୟରେ ଏପରି ଆଉ କିଏ ଅଛି?