Deuteronomy 3:26 — Compare Translations
5 translations compared side by side
Odia - 1840
"ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପାଇଁ ମାେ ଉପରେ କୋରଧ କଲେ ଓ ମାେ କଥା ଶୁଣିଲେ ନାହିଁ। ଆଉ ସଦାପ୍ରଭୁ ମାେତେ କହିଲେ, 'ତୁମ୍ଭର ୟଥେଷ୍ଟ ହେଲାଣି। ଏ ବିଷଯ ରେ ଆମ୍ଭକକ୍ସ୍ଟ ଆଉ କକ୍ସ୍ଟହ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ସକାଶୁ ମୋʼ ଉପରେ କ୍ରୋଧ କଲେ ଓ ମୋʼ କଥା ଶୁଣିଲେ ନାହିଁ; ଆଉ ସଦାପ୍ରଭୁ ମୋତେ କହିଲେ, ତୁମ୍ଭର ଯଥେଷ୍ଟ ହେଲାଣି; ଏ ବିଷୟରେ ଆମ୍ଭକୁ ଆଉ କୁହ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପାଇଁ ମୋ’ ଉପରେ କ୍ରୋଧ କଲେ ଓ ମୋ’ କଥା ଶୁଣିଲେ ନାହିଁ। ଆଉ ସଦାପ୍ରଭୁ ମୋତେ କହିଲେ, ‘ତୁମ୍ଭର ଯଥେଷ୍ଟ ହେଲାଣି। ଏ ବିଷୟରେ ଆମ୍ଭକୁ ଆଉ କୁହ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ସକାଶୁ ମୋʼ ଉପରେ କ୍ରୋଧ କଲେ ଓ ମୋʼ କଥା ଶୁଣିଲେ ନାହିଁ; ଆଉ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭର ଯଥେଷ୍ଟ ହେଲାଣି ଏ ବିଷୟରେ ଆମ୍ଭକୁ ଆଉ କୁହ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ସକାଶୁ ମୋ’ ଉପରେ କ୍ରୋଧ କଲେ ଓ ମୋ’ କଥା ଶୁଣିଲେ ନାହିଁ; ଆଉ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭର ଯଥେଷ୍ଟ ହେଲାଣି ଏ ବିଷୟରେ ଆମ୍ଭକୁ ଆଉ କୁହ ନାହିଁ।