Deuteronomy 3:27 — Compare Translations
5 translations compared side by side
Odia - 1840
"ପିସ୍ଗାର ଶୃଙ୍ଗକକ୍ସ୍ଟ ଚଢିୟାଅ, ଆଉ ପଶ୍ଚିମ, ଉତ୍ତର, ଦକ୍ଷିଣ ଓ ପୂର୍ବ ଆଡେ ତକ୍ସ୍ଟମ୍ଭ ନିଜ ଆଖି ରେ ସହେି ଦେଶକକ୍ସ୍ଟ ଦେଖ, କାରଣ ତୁମ୍ଭେ କବେେ ୟର୍ଦ୍ଦନ ନଦୀ ପାର ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପିସ୍ଗାର ଶୃଙ୍ଗକୁ ଚଢ଼ି ଯାଅ, ଆଉ ପଶ୍ଚିମ ଓ ଉତ୍ତର ଓ ଦକ୍ଷିଣ ଓ ପୂର୍ବ ଆଡ଼େ ଅନାଇ ଦେଖ ଓ ଆପଣା ଚକ୍ଷୁରେ ତାହା ନିରୀକ୍ଷଣ କର; କାରଣ ତୁମ୍ଭେ ଏହି ଯର୍ଦ୍ଦନ ପାର ହୋଇଯିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପିସ୍ଗାର ଶୃଙ୍ଗକୁ ଚଢ଼ିଯାଅ, ଆଉ ପଶ୍ଚିମ, ଉତ୍ତର, ଦକ୍ଷିଣ ଓ ପୂର୍ବ ଆଡ଼େ ତୁମ୍ଭ ନିଜ ଆଖିରେ ସେହି ଦେଶକୁ ଦେଖ, କାରଣ ତୁମ୍ଭେ କେବେ ଯର୍ଦ୍ଦନ ନଦୀ ପାର ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପିସ୍ଗାର ଶୃଙ୍ଗକୁ ଚଢ଼ି ଯାଅ, ଆଉ ପଶ୍ଚିମ ଓ ଉତ୍ତର ଓ ଦକ୍ଷିଣ ଓ ପୂର୍ବ ଆଡ଼େ ଅନାଇ ଦେଖ ଓ ଆପଣା ଚକ୍ଷୁରେ ତାହା ନିରୀକ୍ଷଣ କର; କାରଣ ତୁମ୍ଭେ ଏହି ଯର୍ଦ୍ଦନ ପାର ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପିସ୍ଗାର ଶୃଙ୍ଗକୁ ଚଢ଼ି ଯାଅ, ଆଉ ପଶ୍ଚିମ ଓ ଉତ୍ତର ଓ ଦକ୍ଷିଣ ଓ ପୂର୍ବ ଆଡ଼େ ଅନାଇ ଦେଖ ଓ ଆପଣା ଚକ୍ଷୁରେ ତାହା ନିରୀକ୍ଷଣ କର; କାରଣ ତୁମ୍ଭେ ଏହି ଯର୍ଦ୍ଦନ ପାର ହେବ ନାହିଁ।