Deuteronomy 3:28 — Compare Translations

5 translations compared side by side

Odia - 1840
"କିନ୍ତୁ ଯିହାଶୂେୟଙ୍କକ୍ସ୍ଟ ଆଜ୍ଞା ଦିଅ, ତାହାକକ୍ସ୍ଟ ସାହାସ ଦିଅ ଓ ତାହାକକ୍ସ୍ଟ ବଳବାନ କରାଅ। କାରଣ ସେ ଏହି ଲୋକମାନଙ୍କର ଆଗେ ଆଗେ ପାର ହାଇୟିବେ। ତକ୍ସ୍ଟମ୍ଭମାନେ ଯେଉଁ ଦେଶ ଦେଖିବ। ତାହା ସେ ସମାନଙ୍କେୁ ଅଧିକାର କରାଇବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯିହୋଶୂୟକୁ ଆଜ୍ଞା ଦିଅ ଓ ତାହାକୁ ସାହସ ଦିଅ ଓ ତାହାକୁ ବଳବାନ କରାଅ; କାରଣ ସେ ଏହି ଲୋକମାନଙ୍କର ଆଗେ ଆଗେ ପାର ହୋଇଯିବ; ପୁଣି ତୁମ୍ଭେ ଯେଉଁ ଦେଶ ଦେଖିବ, ତାହା ସେ ସେମାନଙ୍କୁ ଅଧିକାର କରାଇବ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯିହୋଶୂୟଙ୍କୁ ଆଜ୍ଞା ଦିଅ, ତାହାକୁ ସାହସ ଦିଅ ଓ ତାହାକୁ ବଳବାନ କରାଅ। କାରଣ ସେ ଏହି ଲୋକମାନଙ୍କର ଆଗେ ଆଗେ ପାର ହୋଇଯିବ। ତୁମ୍ଭେମାନେ ଯେଉଁ ଦେଶ ଦେଖିବ। ତାହା ସେ ସେମାନଙ୍କୁ ଅଧିକାର କରାଇବ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯିହୋଶୂୟକୁ ଆଜ୍ଞା ଦିଅ ଓ ତାହାକୁ ସାହସ ଦିଅ ଓ ତାହାକୁ ବଳବାନ କରାଅ; କାରଣ ସେ ଏହି ଲୋକମାନଙ୍କର ଆଗେ ଆଗେ ପାର ହୋଇଯିବ; ପୁଣି ତୁମ୍ଭେ ଯେଉଁ ଦେଶ ଦେଖିବ, ତାହା ସେ ସେମାନଙ୍କୁ ଅଧିକାର କରାଇବ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯିହୋଶୂୟକୁ ଆଜ୍ଞା ଦିଅ ଓ ତାହାକୁ ସାହସ ଦିଅ ଓ ତାହାକୁ ବଳବାନ କରାଅ; କାରଣ ସେ ଏହି ଲୋକମାନଙ୍କର ଆଗେ ଆଗେ ପାର ହୋଇଯିବ; ପୁଣି ତୁମ୍ଭେ ଯେଉଁ ଦେଶ ଦେଖିବ, ତାହା ସେ ସେମାନଙ୍କୁ ଅଧିକାର କରାଇବ।