Deuteronomy 3:29 — Compare Translations
5 translations compared side by side
Odia - 1840
"ଏହିରୂପେ ଆମ୍ଭମାନେେ ବୈତ୍ପିୟୋର ସମ୍ମକ୍ସ୍ଟଖସ୍ଥିତ ଉପତ୍ୟକା ରେ ବାସକଲକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଆମ୍ଭେମାନେ ବୈତ୍ପିୟୋର-ସମ୍ମୁଖସ୍ଥିତ ଉପତ୍ୟକାରେ ବାସ କଲୁ ।
Odia Bible ERV 2004 (ପବିତ୍ର ବାଇବଲ)
“ଏହିରୂପେ ଆମ୍ଭେମାନେ ବୈତ୍ପିୟୋର ସମ୍ମୁଖସ୍ଥିତ ଉପତ୍ୟକାରେ ବାସକଲୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଆମ୍ଭେମାନେ ବେଥ୍-ପିୟୋର ସମ୍ମୁଖସ୍ଥିତ ଉପତ୍ୟକାରେ ବାସ କଲୁ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଆମ୍ଭେମାନେ ବେଥ୍-ପିୟୋର ସମ୍ମୁଖସ୍ଥିତ ଉପତ୍ୟକାରେ ବାସ କଲୁ।