Deuteronomy 3:4 — Compare Translations

5 translations compared side by side

Odia - 1840
"ଆମ୍ଭମାନେେ ତାଙ୍କର ସମସ୍ତ ନଗର ହସ୍ତଗତ କଲକ୍ସ୍ଟ। ଯଥା ତାଙ୍କର ଥିବା ଷାଠିଏଟିୟାକ ନଗର, ଅର୍ଗୋବର ସମସ୍ତ ଅଞ୍ଚଳ ଅର୍ଥାତ୍ ବାଶନସ୍ଥ ଓଗ୍ର ରାଜ୍ଯ ଆମ୍ଭେ ହସ୍ତଗତ କଲକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ଆମ୍ଭେମାନେ ତାହାର ସମସ୍ତ ନଗର ହସ୍ତଗତ କଲୁ, ସେମାନଙ୍କଠାରୁ ଯାହା ହସ୍ତଗତ ନ କଲୁ, ଏପରି ଗୋଟିଏ ନଗର ରହିଲା ନାହିଁ; ଷାଠିଏ ନଗର, ଅର୍ଗୋବର ସମସ୍ତ ଅଞ୍ଚଳ, ଅର୍ଥାତ୍, ବାଶନସ୍ଥ ଓଗ୍ର ରାଜ୍ୟ (ହସ୍ତଗତ କଲୁ) ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ତାଙ୍କର ସମସ୍ତ ନଗର ହସ୍ତଗତ କଲୁ। ଯଥା ତାଙ୍କର ଥିବା ଷାଠିଏଟିଯାକ ନଗର, ଅର୍ଗୋବର ସମସ୍ତ ଅଞ୍ଚଳ ଅର୍ଥାତ୍ ବାଶନସ୍ଥ ଓ‌‌ଗ୍‌‌ର ରାଜ୍ୟ ଆମ୍ଭେ ହସ୍ତଗତ କଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସମୟରେ ଆମ୍ଭେମାନେ ତାହାର ସମସ୍ତ ନଗର ହସ୍ତଗତ କଲୁ, ସେମାନଙ୍କଠାରୁ ଯାହା ହସ୍ତଗତ ନ କଲୁ, ଏପରି ଗୋଟିଏ ନଗର ରହିଲା ନାହିଁ; ଷାଠିଏ ନଗର, ଅର୍ଗୋବର ସମସ୍ତ ଅଞ୍ଚଳ, ଅର୍ଥାତ୍‍, ବାଶନସ୍ଥ ଓଗ୍‍ର ରାଜ୍ୟ (ହସ୍ତଗତ କଲୁ)।
Odia IRV 2017 (ଓଡିଆ ବାଇବେଲ)
ସେସମୟରେ ଆମ୍ଭେମାନେ ତାହାର ସମସ୍ତ ନଗର ହସ୍ତଗତ କଲୁ, ସେମାନଙ୍କଠାରୁ ଯାହା ହସ୍ତଗତ ନ କଲୁ, ଏପରି ଗୋଟିଏ ନଗର ରହିଲା ନାହିଁ; ଷାଠିଏ ନଗର, ଅର୍ଗୋବର ସମସ୍ତ ଅଞ୍ଚଳ, ଅର୍ଥାତ୍‍, ବାଶନସ୍ଥ ଓଗ୍‍ର ରାଜ୍ୟ (ହସ୍ତଗତ କଲୁ)।